Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
12 verses
1ଲୋକେ ପ୍ରକୃତ ରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତ ରେ ୟୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ବରଙ୍କୁ ନ ଜାଣିଥିବା ଲୋକମାନଙ୍କ ଠା ରେ ମଧ୍ଯ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି,
2ତଥାପି ମଧ୍ଯ ତୁମ୍ଭମାନେେ ଏହିସବୁ ପାଇଁ ଗର୍ବୀ। ତୁମ୍ଭମାନେେ ଏଥିପାଇଁ ଦୁଃଖିତ ହବୋ ଉଚିତ୍। ୟିଏ ଏପରି ବ୍ଯଭିଚାର କରିଛି, ତାହାକୁ ତୁମ୍ଭ ଦଳରୁ ବାହାର କରି ଦବୋ ଉଚିତ୍।
3ମୁଁ ସ୍ବଶରୀର ରେ ତୁମ୍ଭମାନଙ୍କ ପାଖ ରେ ନାହିଁ କିନ୍ତୁ ଆତ୍ମା ରେ ତୁମ୍ଭମାନଙ୍କ ସହିତ ଅଛି, ଓ ଯେଉଁଲୋକ ଏହି ପାପକର୍ମ କରିଛି, ମୁଁ ତୁମ୍ଭ ସହିତ ଥିଲେ ତାହାର ଯେପରି ବିଚାର କରିଥାଆନ୍ତି, ସପରେି ମୁଁ ବିଚାର କରି ସାରିଛି।
4ଆମ୍ଭର ପ୍ରଭୁ ଯୀଶୁଙ୍କ ନାମ ରେ ତୁମ୍ଭମାନେେ ଏକତ୍ର ହୁଅ।
5ମୁଁ ଆତ୍ମିକ ଭାବରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ଥିବି ଓ ତୁମ୍ଭମାନେେ ପ୍ରଭୁଯୀଶୁଙ୍କ ଶକ୍ତି ରେ ଏହି ଲୋକକୁ ଶୟତାନ ହସ୍ତ ରେ ସମର୍ପଣ କରିଦିଅ, ୟଦ୍ଦ୍ବାରା ତାର ପାପର ଶରୀର ନଷ୍ଟ ହାଇଯେିବ। ତା' ହେଲେ ତା'ର ଆତ୍ମା ପ୍ରଭୁଙ୍କ ଦିନ ରେ ରକ୍ଷା ପାଇ ପାରିବ।
6ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭମାନେେ ଏହି ଉକ୍ତି ବିଷୟ ରେ ଜାଣିଛ ଯେ, "ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।"
7ତୁମ୍ଭମାନେେ ସଂମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହବୋଲାଗି ତୁମ୍ଭମାନଙ୍କ ଭିତ ରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭମାନେେ ସହେି ଖମୀର ଶୂନ୍ଯ ନିସ୍ତାର ପର୍ବର ରୋଟୀ ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାର ପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହାଇେ ଯାଇଛନ୍ତି।
8ଅତଏବ, ଆସ ଆମ୍ଭମାନେେ ନିସ୍ତାର ପର୍ବର ରୋଟୀକୁ ଭୋଜନ କରିବା କିନ୍ତୁ ସହେି ପୁରୁଣା ଖମୀରୟୁକ୍ତ ରୋଟୀ ନୁହେଁ। ସହେି ପୁରୁଣା ଖମୀର ପାପ ଓ ମନ୍ଦର ଖମୀର। କିନ୍ତୁ ଆସ ସହେି ରୋଟୀ ଖାଇବା ଯେଉଁଥି ରେ ଖମୀର ମିଶା ହାଇେ ନ ଥାଏ। ଏହି ରୋଟୀ ଉତ୍ତମ ଓ ସତ୍ଯର ରୋଟୀ।
9ମାରେ ପୂର୍ବ ପତ୍ର ରେ ମୁଁ ଲେଖିଥିଲି ଯେ, ତୁମ୍ଭମାନେେ ୟୌନଗତ ପାପ କରିଥିବା ଲୋକଙ୍କ ସହିତ ସମ୍ପର୍କ ରଖିବ ନାହିଁ।
10କିନ୍ତୁ ମାରେ କହିବା ଅର୍ଥ ନ ଥିଲା ଯେ, ଜଗତର ପାପୀମାନଙ୍କ ସହିତ ତୁମ୍ଭମାନେେ ସଂପର୍କ କାଟି ଦବେ। ଜଗତର ସହେି ଲୋକମାନେ ୟୌନଗତ ପାପ କରନ୍ତି, ଯେଉଁମାନେ ସ୍ବାର୍ଥପର ସମାନେେ ମୂର୍ତ୍ତିପୂଜକ ଏମାନଙ୍କ ସହିତ ସମ୍ପର୍କ ନ ରଖିବା ଅର୍ଥ ହବେ, ଏହି ସଂସାରରୁ ଆମ୍ଭକୁ ବାହାରି ୟିବାକୁ ପଡ଼ିବ।
11ମାରେ ଲେଖିବାର ଅର୍ଥ ଥିଲା, ଯେ ଯେଉଁଲୋକ ନିଜକୁ ଖ୍ରୀଷ୍ଟଙ୍କର ଭାଇ ବୋଲି ଘାଷେଣା କରି ଏବେ ମଧ୍ଯ ୟୌନଗତ ପାପ କରୁଛି କିଅବା ସ୍ବାର୍ଥ, ମୂର୍ତ୍ତିପୂଜକ, ଲୋକମାନଙ୍କୁ ମନ୍ଦ କଥା କୁ ହେ, କିମ୍ବା ମଦୁଆ କି ଲୋକମାନଙ୍କୁ ଠକୁଛି। ସହେିଭଳି ଲୋକମାନଙ୍କ ସହିତ ସମ୍ପର୍କ ରଖିବ ନାହିଁ। ଏହିପରିକି ଏଭଳି ଲୋକ ସହିତ ବସି ଭୋଜନ ମଧ୍ଯ ଗ୍ରହଣ କ��� ନାହିଁ।
12ଯେଉଁମାନେ କୌଣସି ମଣ୍ଡଳୀର ସଭ୍ଯ ନୁହଁନ୍ତି, ସମାନଙ୍କେ ବିଚାର କରିବା ଉଚିତ୍ ନୁହେଁ। ପରମେଶ୍ବର ସମାନଙ୍କେର ବିଚାର କରିବେ। କିନ୍ତୁ ଯେଉଁମାନେ ମଣ୍ଡଳୀର ସଭ୍ଯ ଅଟନ୍ତି, ତୁମ୍ଭେ ସମାନଙ୍କେର ବିଚାର କର। ଶାସ୍ତ୍ର କୁ ହେ "ତୁମ୍ଭମାନେେ ନିଜ ଦଳରୁ ମନ୍ଦ ଲୋକକୁ ଅଲଗା କରିଦିଅ।"