Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
14 verses
1ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଆସୁଛି। ମନେ ରଖ : "ପ୍ରେତ୍ୟକକ ଅଭିଯୋଗ ପାଇଁ ଚାଲିବା ତିନି ଜଣ ସାକ୍ଷୀ ଦବୋ ଦରମାର ଯେ ସମାନେେ ତାହାର ସତ୍ଯତା ବିଷୟ ରେ ଜାଣିଛନ୍ତି।"
2ମୁଁ ଯେତବେେଳେ ତୁମ୍ଭମାନଙ୍କ ସହିତ ଦ୍ବିତୀୟ ଥର ପାଇଁ ଯାଇଥିଲି, ମୁଁ ପାପୀମାନଙ୍କୁ ସତର୍କ କରି ଦଇେଥିଲି। ମୁଁ ଏବେ ତୁମ୍ଭମାନଙ୍କଠାରୁ ଦୂର ରେ ଅଛି ଓ ଅନ୍ୟ ପାପୀ ଲୋକମାନଙ୍କୁ ସତର୍କ କରି ଦେଉଛି ଯେ ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ତୁମ୍ଭମାନଙ୍କ ପାପ ପାଇଁ ଦଣ୍ଡ ଦବେି।
3ମାେ ଦ୍ବାରା ଖ୍ରୀଷ୍ଟ କହୁଛନ୍ତି କି ନାହିଁ, ଏଥିର ତୁମ୍ଭମାନେେ ପ୍ରମାଣ ଚାହୁଁଛ। ମାରେ ପ୍ରମାଣ ଏହି ଯେ, ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଦଣ୍ଡ ପ୍ରଦାନ କରିବା ରେ ଦୁର୍ବଳ ନୁହଁନ୍ତି। କିନ୍ତୁ ସେ ତୁମ୍ଭମାନଙ୍କ ମଧିଅରେ ଶକ୍ତିଶାଳୀ ଅଟନ୍ତି।
4ଏହା ସତ୍ଯ ଯେ, ଯେତବେେଳେ ଖ୍ରୀଷ୍ଟ କୃଶ ଉପରେ ଚଢି଼ଲେ ସେତବେେଳେ ସେ ଦୁର୍ବଳ ଥିଲେ, କିନ୍ତୁ ଏବେ ପରମେଶ୍ବରଙ୍କ ମହାଶକ୍ତି ରେ ସେ ଜୀବିତ। ଆମ୍ଭେ ମଧ୍ଯ ଖ୍ରୀଷ୍ଟଙ୍କଠା ରେ ଦୁର୍ବଳ ଅଟୁ। କିନ୍ତୁ ପରମେଶ୍ବରଙ୍କ ଶକ୍ତି ରେ ଆମ୍ଭେ ଖ୍ରୀଷ୍ଟଙ୍କ ତୁଲ୍ଯ ଜୀବିତ ହାଇେ ଉଠିବା। ନିଜକୁ ତନ୍ନ ତନ୍ନ କରି ଦେଖ।
5ତୁମ୍ଭମାନେେ ବିଶ୍ବାସ ରେ ଜୀବନ କାଟୁଛ କି ନାହିଁ ? ନିଜ ନିଜକୁ ପରୀକ୍ଷା କରି ଦେଖ। ତୁମ୍ଭମାନେେ ଜାର ଯେ ଯୀଶୁଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ଅଛନ୍ତି। କିନ୍ତୁ ଯଦି ତୁମ୍ଭମାନେେ ପରୀକ୍ଷା ରେ ବିଫଳ ହୁଅ, ତାହା ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତ ରେ ରହୁ ନାହାଁନ୍ତି ତାହା ଜାଣ।
6ମୁଁ ଆଶା କରେ ଆମ୍ଭମାନେେ ପରୀକ୍ଷା ରେ ବିଫଳ ହାଇେ ନାହୁଁ ବୋଲି ତୁମ୍ଭମାନେେ ଦେଖବି।
7ଆମ୍ଭେ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁ ଯେ ତୁମ୍ଭମାନେେ କିଛି ଭୁଲ କାମ କରିବ ନାହିଁ। ଆମ୍ଭେ ପରୀକ୍ଷା ରେ ଉତ୍ତୀର୍ଣ୍ଣ ହାଇେଛୁ, ଏ କଥା ଲୋକମାନେ ଦେଖିବା ରେ କିଛି ଲାଭ ନାହିଁ। ପରୀକ୍ଷା ରେ ଆମ୍ଭମାନେେ ବିଫଳ ହାଇେଛୁ ବୋଲି ଯଦି ଲୋକଙ୍କୁ ଦଖାଯାେଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷ ରେ ଅଧିକ ଗୁରୁତ୍ବପୂର୍ଣ୍ଣ।
8ଆମ୍ଭେ ସତ୍ଯର ବିପରୀତ କୌଣସି କାମ କରିବା ନାହିଁ। ଆମ୍ଭେ କବଳେ ସତ୍ଯ ପାଇଁ କିଛି କରି ପାରିବା।
9ଯଦି ତୁମ୍ଭମାନେେ ବଳବାନ ଆମ୍ଭେ ଦୁର୍ବଳ ହବୋ ରେ ଆନନ୍ଦିତ। ଆମ୍ଭେ ପ୍ରାର୍ଥନା କରୁ ଯେ ତୁମ୍ଭମାନେେ ଅଧିକରୁ ଅଧିକ ଶକ୍ତିଶାଳୀ ହାଇେ ଯାଅ।
10ମୁଁ ଏବେ ଏହି ଗୁଡ଼ିକ ତୁମ୍ଭମାନଙ୍କୁ ଲେଖୁଛି କାରଣ ମୁଁ ତୁମ୍ଭମାନଙ୍କ ସହିତ ନାହିଁ। ଅତଏବ ତାହା ହେଉଛି ଯେ, ଯେତବେେଳେ ମୁଁ ଆ ସେ, ସେତବେେଳେ ଦଣ୍ଡ ଦବୋ ପାଇଁ ମାେତେ ମାେ ଶକ୍ତିର ବ୍ଯବହାର କରିବାକୁ ନ ପଡ଼ୁ। ପରମେଶ୍ବର ମାେତେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରି ଗଢ଼ିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି, ତୁମ୍ଭମାନଙ୍କୁ ନଷ୍ଟ କରିବା ପାଇଁ ନୁହେଁ।
11ଭାଇ ଓ ଭଉଣୀମାନେ ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହବୋକୁ ଚେଷ୍ଟା କର। ମୁଁ ଯେପରି କହିଛି ସହେିପରି କାମ କରୁଥାଅ। ସମସ୍ତେ ଏକ ମନ ରେ ଓ ଶାନ୍ତି ରେ ରୁହ। କବେେ ଶାନ୍ତି ଓ ପ୍ ରମରେ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିବେ।
12ପବିତ୍ର ଚୁମ୍ବନ ଦ୍ବାରା ପରସ୍ପରକୁ ସ୍ବାଗତ ଜଣାଅ।
13ପରମେଶ୍ବରଙ୍କ ସମସ୍ତ ଲୋକ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।
14ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ, ପରମେଶ୍ବରଙ୍କ ପ୍ ରମେ, ଓ ପବିତ୍ରଆତ୍ମାଙ୍କ ସହାୟତା ତୁମ୍ଭ ସମସ୍ତଙ୍କର ସହବର୍ତ୍ତୀ ହେଉ।