Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
22 verses
1ପରମେଶ୍ବର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗ ରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଚାର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ଯ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି।
2ଲୋକମାନଙ୍କୁ ସୁସମାଚାର ପ୍ରଚାର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସମାନେେ କ'ଣ କରିବା ଉଚିତ, ସମାନେେ ଭୁଲ କଲା ବେଳେ ସମାନଙ୍କେୁ ଅନୁୟୋଗ କର ଓ ସମାନଙ୍କେୁ ଉତ୍ସାହ ଦିଅ। ଅତି ର୍ଧୈୟ୍ଯ ସହକା ରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ବାରା ଏହି ସମସ୍ତ ବିଷୟ କର।
3ସମୟ ଆସୁଛି, ଯେତବେେଳେ ଲୋକେ ସତ୍ ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନଜ ମନପସନ୍ଦ ଶିକ୍ଷା ସମାନଙ୍କେଠାରୁ ସଂଗ୍ରହ କରିବେ, ଯେଉଁମାନେ ସମାନଙ୍କେୁ ସନ୍ତୁଷ୍ଟ କଲାଭଳି କଥା କହିବେ।
4ଲୋକେ ସତକଥା ଶୁଣିବା ବନ୍ଦ କରି ଦବେେ। ମଥ୍ଯା କାହାଣୀର ଶିକ୍ଷାଗୁଡ଼ିକ ଅନୁସରଣ କର। ସୁସମାଚାର ପ୍ରଚାର କାମ କରି ଚାଲିଥାଅ। ପରମେଶ୍ବରଙ୍କ ଜଣେ ସବେକ ଭାବରେ ସମସ୍ତ କର୍ତ୍ତବ୍ଯ କରିବାକୁ ସମାନେେ ଆରମ୍ଭ କରିବେ।
5କିନ୍ତୁ ତୁମ୍ଭେ ସର୍ବଦା ନିଜକୁ ସଂୟମ କର। କ୍ଲେଶ ଆସିଲେ ସଗେୁଡିକୁ ଗ୍ରହଣ କର। ସୁସମାଗ୍ଭର ପ୍ରଗ୍ଭର କାମ କରି ଗ୍ଭଲିଥାଅ। ପରମେଶ୍ବରଙ୍କ ଜଣେ ସବେକ ଭାବରେ ସମସ୍ତ କର୍ତ୍ତବ୍ଯ କରୁଥାଅ।
6ମାେ ଜୀବନ ମୁଁ ପରମେଶ୍ବରଙ୍କୁ ଉତ୍ସର୍ଗ କରିଦଇେଛି। ମାେ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ୟୁଦ୍ଧ ଲଢ଼ିଛି।
7ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ବାସ ବଜାୟ ରଖିଛି।
8ଏବେ ବିଜୟ ମୁକୁଟ ମାେ ଅପେକ୍ଷା ରେ ଅଛି। ପରମେଶ୍ବରଙ୍କ ସହିତ ଧାର୍ମିକ ହାଇେଥିବାରୁ ମୁଁ ସହେି ମୁକୁଟଟି ପାଇବି। ପ୍ରଭୁ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି। ସହେି ମହାଦିନ ରେ ସେ ମାେତେ ବିଜୟ ମୁକୁଟ ପିନ୍ଧାଇବେ। କବଳେ ମାେତେ ନୁହେଁ, ଯେଉଁମାନେ ତାହାଙ୍କର ଆଗମନ ଓ ତାହାଙ୍କୁ ଅପେକ୍ଷା କରୁଛନ୍ତି, ସମସ୍ତଙ୍କୁ ସେ ବିଜୟ ମୁକୁଟ ପିନ୍ଧାଇବେ।
9ଯେତେଶୀଘ୍ର ସମ୍ଭବ ମାେ ସହିତ ଦଖାେ କରିବାକୁ ଆସିବା ପାଇଁ ଚେଷ୍ଟା କର।
10ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମାେତେ ଛାଡ଼ି ଚାଲିଗଲେ। ସେ ଥସେଲନୀକୀକୁ ଯାଇଛନ୍ତି। କ୍ ରେସକନ୍େସ୍ ଗାଲାତୀଆକୁ, ତିତସ୍ ଦଲ୍ଲତିଆକୁ ଯାଇଛନ୍ତି।
11ଏବେ ମାେ ସହିତ କବଳେ ଲୂକ ଅଛନ୍ତି। ତୁମ୍ଭେ ଆସିଲା ବେଳେ ମାର୍କଙ୍କୁ ତୁମ୍ଭ ସହିତ ନଇେ ଆସିବ। ସେ ଏଠା ରେ ମାେ କାମ ରେ ଅତ୍ଯନ୍ତ ଆବଶ୍ଯକୀୟ ହାଇପୋରିବେ।
12ତୁଖିକଙ୍କୁ ମୁଁ ଏଫିସ ନଗରକୁ ପଠାଇଅଛି।
13ମୁଁ ଯେତବେେଳେ ତ୍ରୋଯା ରେ ଥିଲି, ମୁଁ କାର୍ପଙ୍କ ପାଖ ରେ ମାରେ ଏକ ଭଲ ଜାମା ଛାଡ଼ି ଆସିଥିଲି। ଅତଏବ ତୁମ୍ଭେ ଯେତବେେଳେ ଆସିବ, ତାହା ମାେ ପାଇଁ ନଇେ ଆସିବ। ମାେ ବହିଗୁଡ଼ିକୁ ମଧ୍ଯ ଆଣିବ। ଚର୍ମପତ୍ର ଉପରେ ଲିଖିତ ବହିଗୁଡ଼ିକ ବିଶଷେଭାବରେ ମାରେ ଦରକାର।
14କ'ଣ ଆଲକଜୋଣ୍ଡର ମାରେ ବହୁତ ଅନିଷ୍ଟ କରିଛି। ପ୍ରଭୁ ତାହାକୁ ଏହି କାର୍ୟ୍ଯଗୁଡ଼ିକ ଲାଗି ଦଣ୍ଡ ଦବେେ।
15ତୁମ୍ଭେ ମଧ୍ଯ ସତର୍କ ରୁହ, ଯେପରି ସେ ତୁମ୍ଭର କ୍ଷତି ନ କରେ। ସେ ଆମ୍ଭ ଶିକ୍ଷାଗୁଡ���ିକର ଘାରେ ପ୍ରତିରୋଧ କରିଥିଲା।
16ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତ ରେ ଠିଆ ହେଲା ବେଳେ କୌଣସି ଲୋକ ମାେତେ ସମର୍ଥନ କରିବାକୁ ଆଗଇେ ଆସି ନ ଥିଲା। ସମସ୍ତେ ମାେତେ ଛାଡ଼ି ଚାଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ବର ସମାନଙ୍କେୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମାେ ସହିତ ଥିଲେ।
17ଅଣୟହଦୂଦୀମାନଙ୍କୁ ସୁସମାଚାର ପୂର୍ଣ୍ଣ ଭାବରେ ପ୍ରଚାର କରିବା ବେଳେ ପ୍ରଭୁ ମାେତେ ଶକ୍ତି ପ୍ରଦାନ କଲେ। ସମସ୍ତ ଅଣଯିହୂଦୀ ଲୋକେ ସୁସମାଚାର ଶୁଣନ୍ତୁ ବୋଲି ପ୍ରଭୁ ଚାହିଁଥିଲେ। ମୁଁ ସିଂହ ମୁଖରୁ ରକ୍ଷା ପାଇଲି।
18ଯେତବେେଳେ କୌଣସି ଲୋକ ମାରେକ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମାେତେ ରକ୍ଷା କରିବେ। ସେ ମାେତେ ନିରାପଦ ରେ ତାହାଙ୍କର ସ୍ବର୍ଗରାଜ୍ଯକୁ ନଇେଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ।
19ପ୍ରୀସ୍କା ଓ ଆକ୍ବିଲାଙ୍କୁ ତଥା ଅନୀସିଫରଙ୍କ ପରିବାର ଲୋକମାନଙ୍କୁ ମାରେ ନମସ୍କାର ଜଣାଇବ।
20ଏରାଷ୍ଟ କରିନ୍ଥ ନଗରଠା ରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠା ରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ।
21ଶୀତଦିନ ପୂର୍ବରୁ ମାେ ପାଖକୁ ଆସିବା ପାଇଁ ପୂର୍ଣ୍ଣ ଚେଷ୍ଟା କର।
22ତୁମ୍ଭର ଆତ୍ମା ସହିତ ପ୍ରଭୁ ରୁହନ୍ତୁ। ତୁମ୍ଭ ସମସ୍ତଙ୍କ ଉପରେ ତାହାଙ୍କର ଅନୁଗ୍ରହ ରହୁ।