Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
17 verses
1ସଦାପ୍ରଭୁ ମାେତେ ଏହା ଦଖାଇେଲେ। ଦ୍ବିତୀୟବାର ଶସ୍ଯ ଉତ୍ପାଦନ ଆରମ୍ଭ ହବୋ ସମୟରେ ସେ ପଙ୍ଗପାଳ ସୃଷ୍ଟି କଲେ। ରାଜା ପ୍ରଥମବାର ଶସ୍ଯ ଅମଳ କଲାପ ରେ ଏହା ଦ୍ବିତୀୟବାର ଶସ୍ଯ ଥିଲା।
2ପଙ୍ଗପାଳ ଦଳ ରାଜ୍ଯର ସମସ୍ତ ତୃଣ ଖାଇଗଲେ। ତା'ପ ରେ ମୁଁ କହିଲି, " ହେ ମାରେ ପ୍ରଭୁ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି। ଆମ୍ଭମାନଙ୍କୁ କ୍ଷମା କର। ଯାକୁବ କବେେ ତିଷ୍ଠିବ ନାହିଁ। କାରଣ ସେ ଅତି କ୍ଷୁଦ୍ର।"
3ତା'ପ ରେ ସଦାପ୍ରଭୁ ତାଙ୍କର ମନ ପରିବର୍ତ୍ତନ କଲେ ଏବଂ କହିଲେ, "ଏହା ଘଟିବ ନାହିଁ।"
4ମାରେପ୍ରଭୁ ସଦାପ୍ରଭୁ ମାେତେ ଏହିସବୁ ଦଖାଇେଲେ। ମୁଁ ଦେଖିଲି ପ୍ରଭୁ ସଦାପ୍ରଭୁ ବିଗ୍ଭର ପାଇଁ ଅଗ୍ନିକୁ ଡକାଇଲେ। ସହେି ଅଗ୍ନି ମହାସାଗରକୁ ଧ୍ବଂସ କଲା। ସେ ପୃଥିବୀକୁ ମଧ୍ଯ ଶଷେ କରିବାକୁ ଆରମ୍ଭ କଲା।
5କିନ୍ତୁ ମୁଁ ପ୍ରାର୍ଥନା କଲି ଓ କହିଲି, " ହେ ମାରେ ସଦାପ୍ରଭୁ ପରମେଶ୍ବର, ମୁଁ ପ୍ରାର୍ଥନା କରୁଛି ବନ୍ଦ କର। ଯାକୁବ ବଞ୍ଚିବ ନାହିଁ। ସେ ଅତି କ୍ଷୁଦ୍ର।"
6ତା'ପ ରେ ସଦାପ୍ରଭୁ ଏବିଷଯ ରେ ତାଙ୍କର ମନ ପରିବର୍ତ୍ତନ କଲେ। ସଦାପ୍ରଭୁ ପରମେଶ୍ବର କହିଲେ, "ତାହା ଘଟିବ ନାହିଁ।"
7ସଦାପ୍ରଭୁ ଏହି ଜିନିଷ ମାେତେ ଦଖାଇେଲେ: ସଦାପ୍ରଭୁ ଗୋଟିଏ କାନ୍ଥ ନିକଟରେ ଓଳମ ଧରି ଛିଡା ହେଲେ। କାନ୍ଥ ଓଳମ ଦ୍ବାରା ସଳଖ କରାୟାଏ।
8ସଦାପ୍ରଭୁ ମାେତେ କହିଲେ, " ହେ ଆମାଷେ କ'ଣ ଦେଖୁଛ?"
9ଇସ୍ହାକର ଉଚ୍ଚସ୍ଥାନ ଧ୍ବଂସ ହବେ। ଇଶ୍ରାୟେଲର ପବିତ୍ର ସ୍ଥାନଗୁଡିକ ପଥର ରେ ପରିଣତ ହବେ। ଆମ୍ଭେ ଖଡ୍ଗ ଦ୍ବାରା ୟାରବିଯାମର ପରିବାରକୁ ଆକ୍ରମଣ କରିବା ଏବଂ ସମାନଙ୍କେୁ ହତ୍ଯା କରିବା। "
10ବୈଥଲରେ ଯାଜକ ଅମତ୍ସିଯ ଏହି ବାର୍ତ୍ତା ଇଶ୍ରାୟେଲର ରାଜା ୟାରବିଯାମଙ୍କୁ ପଠାଇଲେ, "ଆମାଷେ ତୁମ୍ଭ ବିରୁଦ୍ଧ ରେ ଇଶ୍ରାୟେଲୀୟମାନଙ୍କ ମଧିଅରେ ଚକ୍ରାନ୍ତ କରୁଛନ୍ତି। ସେ ଏତେ ଅଧିକ କହୁଛନ୍ତି ଯେ ଦେଶ ତାହା ସହି ପାରୁନାହିଁ।
11ଆମାଷେ କହୁଛନ୍ତି, 'ୟାରବିଯାମ୍ ଖଡ୍ଗ ରେ ନିହତ ହବେେ ଏବଂ ଇଶ୍ରାୟେଲର ଲୋକମାନଙ୍କୁ ଦେଶ ବାହାରକୁ ବନ୍ଦୀରୂପେ ନିଆୟିବ।"'
12ଅମତସିଯ ମଧ୍ଯ ଆମାଷେକୁ କହିଥିଲେ, " ହେ ଦର୍ଶକ ଯିହୁଦାକୁ ୟାଅ ଓ ସଠାେ ରେ ରୋଟୀ ଉପାର୍ଜନ କର ଏବଂ ତୁମ୍ଭର ଉପଦେଶ ପ୍ରଗ୍ଭର କର।
13କିନ୍ତୁ ଆଉ ବୈଥଲେ ରେ ପ୍ରଗ୍ଭର କରନାହିଁ। ଏହା ୟାରବିଯାମ୍ଙ୍କ ପବିତ୍ର ସ୍ଥାନ। ଏହା ଇଶ୍ରାୟେଲର ମନ୍ଦିର।"
14ତା'ପ ରେ ଆମାଷେ ଅମତ୍ସିଯଙ୍କୁ ଉତ୍ତର ଦେଲେ, "ମୁଁ ଜଣେ ପଷୋଦାର ଭବିଷ୍ଯତବକ୍ତା ନୁହେଁ। ଆଉ ମଧ୍ଯ ମୁଁ ଭବିଷ୍ଯତବକ୍ତାର ପରିବାରରୁ ଆସିନାହିଁ। ମୁଁ କବଳେ ମଷେପାଳନ କରେ ଓ ଡିମିରି ବୃକ୍ଷର ଯତ୍ନ ନିଏ।
15ମୁଁ ଜଣେ ମଷେପାଳକ ଥିଲି ଓ ସଦାପ୍ରଭୁ ମାେତେ ଆଣି କହିଲେ, 'ୟାଅ ଓ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ଭବିଷ୍ଯତବାଣୀ ପ୍ରଗ୍ଭର କର।'
16ତେଣୁ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ତୁମ୍ଭେ ମାେତେ କହୁଛ, 'ଇଶ୍ରାୟେଲ ବିରୁଦ୍ଧ ରେ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରନାହିଁ। ଇସ୍ହାକ ପରିବାର ବିରୁଦ୍ଧ ରେ ମଧ୍ଯ ପ୍ରଗ୍ଭର କରନାହିଁ।'
17କିନ୍ତୁ ସଦାପ୍ରଭୁ କୁହନ୍ତି, 'ତୁମ୍ଭର ସ୍ତ୍ରୀ ନଗର ମଧିଅରେ ଜଣେ ଗଣିକା ହବେ। ତୁମ୍ଭର ପୁତ୍ରକନ୍ଯାଗଣ ଖଡ୍ଗ ରେ ନିହତ ହବେେ। ଅନ୍ୟ ଲୋକମାନଙ୍କୁ ତୁମ୍ଭ ରାଜ୍ଯରୁ ନିଆୟିବ ଏବଂ ସମାନଙ୍କେ ନିଜ ନିଜ ମଧିଅରେ ବିଭାଗ କରାୟିବ। ଆଉ ମଧ୍ଯ ତୁମ୍ଭେ ବିଦେଶ ରେ ମୃତ୍ଯୁବରଣ କରିବ। ଇଶ୍ରାୟେଲର ଲୋକମାନେ ନିଶ୍ଚିତ ଏଦେଶରୁ ବନ୍ଦୀରୂପେ ବିତାଡିତ ହବେେ।"'