Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
10 verses
1ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, "ଆମ୍ଭେ ଆଉ ଏକ ଉତ୍ପାତ ମିଶର ଓ ଫାରୋଙ୍କ ବିରୁଦ୍ଧ ରେ ଆଣିବା। ଏହାପରେ ସେ ତୁମ୍ଭକୁ ମିଶରରୁ ବାହାର କରିଦବେ। ଏପରିକି ସେ ତୁମ୍ଭକୁ ବଳପୂର୍ବକ ମିଶରରୁ ତଡିଦବେ।
2ତୁମ୍ଭେ ଏହି ବାର୍ତ୍ତା ମିଶରବାସୀଙ୍କୁ ଦିଅ। 'ପ୍ରେତ୍ୟକକ ପୁରୁଷ ଆପଣା ପ୍ରତିବେଶୀଠାରୁ ଏବଂ ପ୍ରେତ୍ୟକକ ସ୍ତ୍ରୀ ଆପଣା ପ୍ରତିବେଶୀନୀଠାରୁ ରେ ୗପ୍ୟ ଅଳଙ୍କାର ଓ ସ୍ବର୍ଣ୍ଣ ଅଳଙ୍କାର ମାଗି ନିଅନ୍ତୁ।
3ସଦାପ୍ରଭୁ ମିଶରୀଯମାନଙ୍କ ଦୃଷ୍ଟି ରେ ଲୋକମାନଙ୍କୁ ଅନୁଗ୍ରହ ପୁତ୍ର କଲେ। ପୁଣି ମିଶର ଦେଶର ଅଧିକାରୀମାନଙ୍କ ଆଗ ରେ ଓ ମିଶରର ଲୋକମାନଙ୍କ ଆଗ ରେ ମାେଶେ ଅତି ମହାନ୍ ଲୋକ ହେଲେ।"'
4ମାଶାେ ଲୋକମାନଙ୍କୁ କହିଲେ, "ସଦାପ୍ରଭୁ କହନ୍ତି, 'ଦୁଇପ୍ରହର ରାତ୍ରି ରେ ମୁଁ ଆଜି ମିଶର ମଧ୍ଯ ଦଇେ ଗମନ କରିବି।
5ଏବଂ ମିଶରର ସମସ୍ତ ପ୍ରଥମଜାତ ସନ୍ତାନ ମରିବେଏପରିକି ଫାରୋଙ୍କର ପ୍ରଥମ ଜାତ ପୁତ୍ର ଚକି ପଷେଣକାରୀ ଦାସମାନଙ୍କର ପ୍ରଥମଜାତ ପୁତ୍ର ଓ ସମସ୍ତ ପଶୁମାନଙ୍କର ପ୍ରଥମଜାତ ମାନେ ମଧ୍ଯ ମରିବୋ
6ମିଶର ରେ ଏକ ମହାରୋଦନ ହବେ। ଯାହା ପୂର୍ବେ ହାଇେ ନାହିଁ କି କବେେ ହବେ ନାହିଁ।
7କିନ୍ତୁ ଏପରି କୌଣସି ଇଶ୍ରାୟେଲୀୟମାନଙ୍କର ହବେ ନାହିଁ। ଏପରିକି ଇଶ୍ରାୟେଲର ଏକ କୁକୁର କୌଣସି ବ୍ଯକ୍ତି ବା ପଶୁକୁ ଭୁକିବ ନାହିଁ। ଏହିପରି କହେି ଇଶ୍ରାୟେଲୀୟ ମରିବେ ନାହିଁ। ଏହିପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ଇଶ୍ରାୟେଲୀୟମାନଙ୍କୁ ଓ ମିଶରୀଯମାନଙ୍କୁ ଭିନ୍ନ ଭାବରେ ବ୍ଯବହାର କରୁଛନ୍ତି।
8ଏହାପରେ ତୁମ୍ଭମାନଙ୍କର ସମସ୍ତ ଅଧିକାରୀଗଣ ମାେ ନିକଟକୁ ଆସିବେ ଏବଂ ମାେ ଆଗ ରେ ମଥାନତ କରିବେ। ସମାନେେ କହିବେ, "ସମସ୍ତ ଲୋକମାନଙ୍କ ସହିତ ବାହାରି ୟାଅ।" ଏହାପରେ ମୁଁ ୟିବି। ତା'ପରେ କୋର୍ଧ ରେ ମାଶାେ ଫାରୋଙ୍କୁ ପରିତ୍ଯାଗ କଲେ।"'
9ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଥିଲେ, "ଫାରୋ ତୁମ୍ଭର କଥା ଶୁଣିବେ ନାହିଁ, ସେଥିପାଇଁ ମୁଁ ମିଶର ରେ ଆହୁରି ବହୁତ ଆଶ୍ଚର୍ୟ୍ଯ କର୍ମମାନ ଦଖାଇେପାରିବି।"
10ମାଶାେ ଏବଂ ହାରୋଣ, ଫାରୋଙ୍କ ଆଗ ରେ ଏହିସବୁ ଅଦ୍ଭୁତ କର୍ମମାନ କଲେ, କିନ୍ତୁ ସଦାପ୍ରଭୁ ଫାରୋଙ୍କୁ ଜିଦ୍ଖୋର କଲେ, ତେଣୁ ସେ ଇଶ୍ରାୟେଲୀୟମାନଙ୍କୁ ତାଙ୍କର ଦେଶ ଛାଡି ୟିବା ପାଇଁ ଅନୁମତି ଦେଲେ ନାହିଁ।