Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
21 verses
1ସେତବେେଳେ ମୁଁ ଉପରକୁ ଚାହିଁଲି ଓ ଦେଖିଲି କିରୂବଦୂତମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ଯମଣ୍ଡଳ ରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ସମାନଙ୍କେ ଉପ ରେ ଦଖାଗେଲା।
2ଏବଂ ସେ ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷକୁ କହିଲେ, "କିରୁବଦୂତଗଣର ନମ୍ନ ରେ ଥିବା ତୁମ୍ଭେ ସହେି ଘୂର୍ଣ୍ଣିଯମାନ ଚକ୍ର ମଧିଅରେ ଥିବା ସ୍ଥାନକୁ ପ୍ରବେଶ କର ଏବଂ ଏକ ଅଞ୍ଜଳିପୂର୍ଣ୍ଣ ଜ୍ବଳନ୍ତ ଅଙ୍ଗାର ସଂଗ୍ରହ କର ଓ ସଗେୁଡ଼ିକ ଉପ ରେ ବିଞ୍ଚି ଦିଅ।"
3ସେ ପୁରୁଷ ଗଲା ବେଳେ କରୂବଦୂତମାନେ ଗୃହର ଦକ୍ଷିଣପାଶର୍ବ ରେ ଠିଆ ହାଇେଥିଲେ ଏବଂ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।
4ସଦାପ୍ରଭୁଙ୍କର ମହିମା କିରୂବଦୂତର ଉପରୁ ଉଠିଲା ଏବଂ ମନ୍ଦିରର ଦ୍ବାର ଆଡ଼କୁ ଗଲା, ତେଣୁ ଗୃହ ମେଘ ରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ମହିମାରୁ ଉଜ୍ଜ୍ବଳ ତଜେ ରେ ପରିପୂର୍ଣ୍ଣ ହେଲା।
5ଆଉ ସର୍ବଶକ୍ତିମାନ ପରମେଶ୍ବରଙ୍କର କଥା କହିବାର ସମୟରେ ସ୍ବର ବଜ୍ରରବ ତୁଲ୍ଯ, କିରୂବଦୂତମାନଙ୍କର ପକ୍ଷର ଶବ୍ଦ ବାହାର ପ୍ରାଙ୍ଗଣ ପର୍ୟ୍ଯନ୍ତ ଶୁଣାଗଲା।
6ପରମେଶ୍ବର ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷକୁ ଚକ୍ର ମଧ୍ଯରୁ ଅର୍ଥାତ୍ କିରୂବଦୂତମାନଙ୍କୁ ନିମ୍ନ ରେ ଥିବା ସ୍ଥାନରୁ ଜ୍ବଳନ୍ତ କୋଇଲାଗୁଡ଼ିକ ନବୋକୁ ଆଜ୍ଞା ଦେଲେ। ତେଣୁ ସେ ପୁରୁଷଟି ଗୋଟିଏ ଉଚ୍ଚ ପାଶର୍ବ ରେ ଠିଆ ହେଲେ।
7ତା'ପ ରେ ସହେି କିରୂବଦୂତମାନଙ୍କ ମଧ୍ଯରୁ ଜଣେ ହସ୍ତ ବିସ୍ତାର କଲେ ଏବଂ କିରୂବଦୂତଗଣ ମଧିଅରେ ଥିବା ସ୍ଥାନରୁ ଅଙ୍ଗାର ସଂଗ୍ରହ କଲେ ଓ ତାକୁ ସହେି ଶୁକ୍ଲବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତ ରେ ଦେଲେ ଓ ସେ ତାହା ନଇେ ବାହାରକୁ ଗଲେ।
8ମନୁଷ୍ଯର ହାତପରି ଦଖାଯାେଉଥିବା କିଛି ଗୋଟେ କିରୂବତୂତମାନଙ୍କ ପକ୍ଷତଳେ ଦଖାଗେଲା।
9ତା'ପ ରେ ମୁଁ ଅନାଇ ଦେଖିଲି ଏକ କିରୂବର ପାଶର୍ବ ରେ ଏକ ଚକ ଓ ଅନ୍ୟ କିରୂବର ପାଶର୍ବ ରେ ଅନ୍ୟ ଚକ, ଏହିରୂପେ କିରୂବମାନଙ୍କ ପାଶର୍ବ ରେ ଏକାଠି ଚାରି ଚକ ଥିଲା। ଏବଂ ସହେି ଚକମାନର ଆଭା ବୈଦୁର୍ୟ୍ଯମଣିର ଆଭା ତୁଲ୍ଯ ଥିଲା।
10ସହେି ଚାରିଚକର ଆକୃତି ଏକ ପ୍ରକାର ଥିଲା। ସଗେୁଡ଼ିକ ଗୋଟିଏ ଚକ ମଧିଅରେ ଅନ୍ୟ ଚକ ଥିଲା ପରି ଦଖାେ ଯାଉଥିଲା।
11ଗମନ କରିବା ସମୟରେ ସମାନେେ ନିଜ ନିଜର ଚାରି ପାଶର୍ବ ରେ ଗମନ କଲେ ଏବଂ ଗତି କଲା ବେଳେ ସମାନେେ ଫରେିଲେ ନାହିଁ। ମାତ୍ର ମସ୍ତକର ଅଭିମୁଖ ��୍ଥାନକୁ ଗମନ କଲେ ଓ ଗମନ କଲା ବେଳେ ମୁହଁ ବୁଲାଇଲେ ନାହିଁ।
12ପୁଣି ସମାନଙ୍କେର ସମୁଦାଯ ଶରୀର, ସମାନଙ୍କେର ପୁଷ୍ପ ହସ୍ତ, ପକ୍ଷ ଓ ସହେି ଚାରିଚକ ଚକ୍ଷୁ ରେ ପରିପୂର୍ଣ୍ଣ ଥିଲା।
13ଆଉ " ସହେି ଚକମାନଙ୍କୁ ଘୂର୍ଣ୍ଣାଯମାନ ଚକ ବୋଲି ଡ଼କାୟାଇଥିବାର ମୁଁ ଶୁଣିଲି।"
14ପ୍ରେତ୍ୟକକ କିରୂବର ଚାରିମୁଖ ଥିଲା : ପ୍ରଥମ ମୁଖ କିରୁବ ଦୂତର ମୁଖ, ଦ୍ବିତୀୟ ମୁଖ ମନୁଷ୍ଯର ମୁଖ, ତୃତୀୟଟି ସିଂହର ମୁଖ ଓ ଚତୁର୍ଥଟି ଉତକ୍ରୋଷ ପକ୍ଷୀର ମୁଖ ଥିଲା। ତା'ପ ରେ ମୁଁ ଅନୁଭବ କଲି ଯେ, ଜୀବିତ ପ୍ରାଣୀ ଯାହା ଦେଖିଲି ସମାନେେ କବାର ନଦୀର କିରୁବଦୂତଗୁଡ଼ିକ ଥିଲେ।
16କିରୁବମାନେ ଗମନ କଲା ବେଳେ ଚକସବୁ ସମାନଙ୍କେ ପାଶର୍ବ ରେ ଗମନ କଲେ। ପୁଣି କିରୁବମାନେ ଭୂମିରୁ ଉର୍ଦ୍ଧ୍ବକୁ ୟିବା ପାଇଁ ଯେତବେେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତବେେଳେ ଚକ୍ରସବୁ ସମାନଙ୍କେ ପାଶର୍ବ ଛାଡ଼ିଲେ ନାହିଁ।
17ସମାନେେ ଠିଆ ହେଲା ବେଳେ ଚକ୍ରସବୁ ଠିଆ ହେଲେ।ପୁଣି ସମାନେେ ଉପରକୁ ଉଠିବା ବେଳେ ଚକ୍ର ସବୁ ସମାନଙ୍କେ ସଙ୍ଗ ରେ ଉପରକୁ ଉଠିଲେ। କାରଣ ସହେି ଜୀବିତ ପ୍ରାଣୀର ଆତ୍ମା ସହେି ଚକ ସବୁ ରେ ଥିଲା।
18ଅନନ୍ତର ସଦାପ୍ରଭୁଙ୍କ ମହିମା ମନ୍ଦିରର ଏରୁଣ୍ଡିର ଉର୍ଦ୍ଧ୍ବକୁ ପ୍ରସ୍ଥାନ କରି କିରୂବମାନଙ୍କ ଉପ ରେ ଅଧିଷ୍ଠିତ ହେଲା।
19ତା'ପ ରେ କିରୂବ ଦୂତମାନେ ନିଜ ନିଜ ପକ୍ଷ ଉଠାଇଲେ ଓ ମାେ ସମ୍ମୁଖ ରେ ଭୂମିକୁ ଛାଡ଼ି ଆକାଶକୁ ଗମନ କଲେ। ଆଉ ଚକ୍ରସବୁ ସମାନଙ୍କେ ସହିତ ଗମନ କଲେ। ଆଉ ସମାନେେ ସଦାପ୍ରଭୁଙ୍କ ମନ୍ଦିରର ପୂର୍ବ ଫାଟକ ସମ୍ମୁଖ ରେ ଅଟକିଗଲେ ଓ ସେ ସମୟରେ ଇଶ୍ରାୟେଲର ପରମେଶ୍ବରଙ୍କର ମହିମା ସମାନଙ୍କେ ଉପ ରେ ବିଦ୍ଯମାନ ଥିଲା।
20ମୁଁ କବାର ନଦୀ କୂଳ ରେ ପରମେଶ୍ବରଙ୍କର ମହିମା ରେ ଏହି ଜୀବିତ ପ୍ରାଣୀମାନଙ୍କୁ ଦେଖିଥିଲି। ଏବଂ ସମାନେେ କିରୁବଦୂତଗଣ ବୋଲି ମୁଁ ଜାଣିଲି।
21ସମାନଙ୍କେର ପ୍ରେତ୍ୟକକର ଚାରିମୁଖ ଓ ଚାରିପକ୍ଷ ଥିଲା। ଏବଂ ସମାନଙ୍କେ ପକ୍ଷ ତଳେ ମାନବ ହସ୍ତ ଆକୃତିର ହସ୍ତ ଥିଲା।
22ପୁଣି ମୁଁ କବାର ନଦୀ ନିକଟରେ ସମାନଙ୍କେର ଯେଉଁ ଯେଉଁ ମୁଖ ଦେଖିଥିଲି, ସମାନେେ ପ୍ରେତ୍ୟକକ ଆଗକୁ ଗମନ କଲେ।