Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
24 verses
1ପ୍ ରରେିତ ପାଉଲଙ୍କ ନିକଟରୁ ପତ୍ର। ମୁଁ ପ୍ ରରେିତ ହବୋ ପାଇଁ ମନୁଷ୍ଯ ଦ୍ବାରା ବଛା ଯାଇ ନାହିଁ କି ମନୁଷ୍ଯ ଦ୍ବାରା ପଠାଯାଇ ନାହିଁ। ମାତ୍ର ମୁଁ ଯୀଶୁଖ୍ରୀଷ୍ଟ ଓ ପରମପିତା ପରମେଶ୍ବରଙ୍କ ଦ୍ବାରା ପ୍ ରରେିତ ଭାବେ ନିୟୁକ୍ତି ପାଇଛି। ସହେି ପରମପିତା ହିଁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନର୍ଜୀବିତ କରିଥିଲେ।
2ମାେ ସହିତ ଥିବା ଏବଂ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସୀ ସମସ୍ତ ଭାଇମାନଙ୍କ ତରଫରୁ ଏହି ପତ୍ରଟି ଗାଲାତୀୟ ଅଞ୍ଚଳର ସମସ୍ତ ବିଶ୍ବାସୀ ମଣ୍ଡଳୀ ନିକଟକୁ ଲଖାଯାେଉଅଛି।
3ମୁଁ ପ୍ରାର୍ଥନା କରେ ଯେ, ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।
4ପରମପିତା ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଯୀଶୁଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।
5ପରମେଶ୍ବରଙ୍କ ମହିମା ସଦାସର୍ବଦା ହେଉ। ଆମେନ୍।
6ଅଳ୍ପକ୍ଷଣ ପୂର୍ବରୁ ପରମେଶ୍ବର ତାହାଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭମାନଙ୍କୁ ତାହାଙ୍କ ଅନୁଗ୍ରହ ରେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଡ଼ାକିଥିଲେ। କିନ୍ତୁ ଏବେ ମୁଁ ଏହା ଜାଣି ଅତି ଆଶ୍ଚର୍ୟ୍ଯ ହଲିେ ଯେ, ତୁମ୍ଭମାନେେ ସହେି ପରମେଶ୍ବରଙ୍କଠାରୁ ଦୂ ରଇେ ଯାଇ, କୌଣସି ଅନ୍ୟ ସୁସମାଚାରକୁ ବିଶ୍ବାସ କରୁଛ।
7ପ୍ରକୃତ ରେ ଆଉ ଅନ୍ୟ କୌଣସି ସୁସମାଚାର ନାହିଁ। କିନ୍ତୁ କେତକେ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଚାରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି।
8କିନ୍ତୁ ଆମ୍ଭେ ବା ଅନ୍ୟ କୌଣସି ସ୍ବର୍ଗଦୂତ ଯଦି ଆମ୍ଭଦ୍ବାରା ପ୍ରଚାରିତ ସୁସମାଚାରଠାରୁ ଭିନ୍ନ ଅନ୍ୟ କୌଣସି ସୁସମାଚାର ପ୍ରଚାର କରେ, ତା' ହେଲେ ସମାନେେ ଦଣ୍ଡ ଓ ନିନ୍ଦାର ପାତ୍ର।
9ଏହା ମୁଁ ଆଗରୁ କହିଥିଲି, ଏବେ ପୁନର୍ବାର କହୁଛି, ତୁମ୍ଭମାନେେ ପୂର୍ବରୁ ପ୍ରକୃତ ସୁସମାଚାର ଗ୍ରହଣ କରି ସାରିଛ। ଯଦି ପରିତ୍ରାଣ ପାଇଁ କହେି ବ୍ଯକ୍ତି କିଛି ଅନ୍ୟ ଉପାୟ ବିଷୟ ରେ କ ହେ ତା' ହେଲେ ସେ ଦଣ୍ଡ ଓ ନିନ୍ଦାର ପାତ୍ର ଅଟେ।
10ତୁମ୍ଭମାନେେ କ'ଣ ଭାବୁଛ ଯେ, ଲୋକେ ମାେତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି ? ନା! ଜଣେ ପରମେଶ୍ବର ଅଛନ୍ତି, ମୁଁ କବଳେ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥାନ୍ତି, ତବେେ ଖ୍ରୀଷ୍ଟଙ୍କର ସବେକ ହାଇେ ନ ଥାନ୍ତି।
11ଭାଇମାନେ! ମୁଁ କହି ଦବୋକୁ ଚା ହେଁ ଯେ, ମୁଁ ତୁମ୍ଭମାନଙ୍କୁ ଯେଉଁ ସୁସମାଚାର ଶୁଣାଇଲି ତାହା ମନୁଷ୍ଯକୃତ ନୁର୍ ହେ।
12ମୁଁ ସହେି ସୁସମାଚାର ମଣିଷମାନଙ୍କ ପାଖରୁ ପାଇ ନାହିଁ। କୌଣସି ମଣିଷ ମାେତେ ତାହା ଶିକ୍ଷା ଦଇେ ନାହିଁ, ବରଂ ଯୀଶୁଖ୍ରୀଷ୍ଟ ସହେି ସୁସମାଚାର ମାେ ଆଗ ରେ ପ୍ରକାଶିତ କଲେ।
13ତୁମ୍ଭମାନେେ ମାେ ପୁର୍ବଜୀବନ ବିଷୟ ରେ ଶୁଣିଛ। ମୁଁ ଯିହୂଦୀ ଧର୍ମର ଥିଲି। ମୁଁ ପରମେଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରୁଥିଲି। ମୁଁ ମଣ୍ଡଳୀଗୁଡ଼ିକୁ ନଷ୍ଟ କରି ଦବୋ ପାଇଁ ଚେଷ୍ଟା କରିଥିଲି।
14ମୁଁ ଯ���ହୂଦୀଧର୍ମର ଜଣେ ନେତା ହାଇେ ଉଠୁଥିଲି। ମୁଁ ମାେ ବୟସର ତୁଳନା ରେ ଅନ୍ୟ ଯିହୂଦୀମାନଙ୍କଠାରୁ ଆଗୁଆଥିଲି। ପୁରାତନ ନିୟମଗୁଡ଼ିକ ପାଳନ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଥିଲି। ଏହି ନିୟମଗୁଡ଼ିକ ପରଂପରାଭାବେ ଆମ୍ଭେ ଆମ୍ଭର ପୂର୍ବପୁରୁଷମାନଙ୍କଠାରୁ ପାଇଥିଲୁ।
15କିନ୍ତୁ ପରମେଶ୍ବର ମାେ ଜନ୍ମ ପୂର୍ବରୁ ମାେତେ ଅନୁଗ୍ରହ କରି ବାଛି ନଇେଥିଲେ। ସେ ସ୍ଥିର କରିଥିଲେ ଯେ, ମୁଁ ଅଣଯିହୂଦୀମାନଙ୍କୁ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କର ସୁସମାଚାର କହିବି।
16ପରମେଶ୍ବର ତାହାଙ୍କ ପୁତ୍ରଙ୍କ ବିଷୟ ରେ କହିଲେ। ଯେତବେେଳେ ପରମେଶ୍ବର ମାେତେ ଡାକିଲେ, ମୁଁ କୌଣସି ମଣିଷର ପରାମର୍ଶ ବା ସାହାୟ୍ଯ ନଇେ ନ ଥିଲି।
17ମାେ ଆଗରୁ ପ୍ ରରେିତ ହାଇେ ସାରିଥିବା ୟିରୁଶାଲମର ପ୍ ରରେିତମାନଙ୍କ ପାଖକୁ ମୁଁ ଗଲିନାହିଁ। କିନ୍ତୁ ଅପେକ୍ଷା ନ କରି ମୁଁ ପ୍ରଥମେ ଆରବ ଗଲି ଓ ତା'ପରେ ଦମ୍ମସକେ ନଗରକୁ ଫରେିଗଲି।
18ତିନିବର୍ଷ ପରେ ମୁଁ ୟିରୁଶାଲମକୁ ଗଲି। ମୁଁ ପିତର ଙ୍କୁ ଦଖାେ କରିବାକୁ ଯାଇଥିଲି।
19ପିତରଙ୍କ ସହିତ ମୁଁ ପନ୍ଦର ଦିନ ରହିଲି। ମୁଁ ସଠାରୁେ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ଆଉ କୌଣସି ପ୍ ରରେିତଙ୍କୁ ଦଖାେ କଲି ନାହିଁ।
20ପରମେଶ୍ବର ଜାଣନ୍ତି ଯେ, ମୁଁ ଏଥି ରେ ଯାହା କିଛି ଲେଖୁଛି, ତାହା ମିଥ୍ଯା ନୁହେଁ।
21ତା'ପରେ ମୁଁ ସୁରିଆ ଓ କିଲିକିଯା ଅଞ୍ଚଳଗୁଡ଼ିକୁ ଗଲି।
22ଯିହୁଦା ରେ ଖ୍ରୀଷ୍ଟଙ୍କଠା ରେ ଥିବା ମଣ୍ଡଳୀଗୁଡ଼ିକ ମାେତେ ପୂର୍ବରୁ ଦେଖି ନ ଥିବାରୁ ମାେତେ ଚିହ୍ନି ନ ଥିଲେ।
23ସମାନେେ କବଳେ ମାେ ବିଷୟ ରେ ଶୁଣିଥିଲେ ଯେ, "ପୂର୍ବରୁ ଏହି ଲୋକ ମଣ୍ଡଳୀକୁ ତାଡ଼ନା କରୁଥିଲା, ଏବେ ସେ ଖ୍ରୀଷ୍ଟଙ୍କ ବିଶ୍ବାସମତକୁ ପ୍ରଚାର କରୁଅଛି, ଯାହାକୁ ସେ ପୂର୍ବରୁ ନଷ୍ଟ କରିବା ପାଇଁ ଚେଷ୍ଟା କରିଥିଲା।"
24ମାେ'ପ୍ରତି ଯାହା ଘଟିଲା, ସେଥିପାଇଁ ସମାନେେ ପରମେଶ୍ବରଙ୍କୁ ପ୍ରଶଂସା କଲେ।