Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
33 verses
1ଏହାପରେ ଯାକୁବ ତାଙ୍କର ପୁତ୍ରମାନଙ୍କୁ ଆପଣା ନିକଟକୁ ଡ଼କାଇଲେ। ସେ କହିଲେ, " ହେ ମାରେ ପୁତ୍ରଗଣ, ମାେ ନିକଟକୁ ଆସ। ଭବିଷ୍ଯତ କଥା ମୁଁ ତୁମ୍ଭକୁ କହିବି।
2" ହେ ଯାକୁବର ପୁତ୍ରଗଣ ଏକତ୍ର ହାଇେ ମାେ କଥା ଶୁଣ। ତୁମ୍ଭେ ତୁମ୍ଭର ପିତା, ଇଶ୍ରାୟେଲଙ୍କ କଥା ଶୁଣ।"
3" ହେ ମାରେ ପ୍ରଥମ ପୁତ୍ର ରୁବନ୍େ, ତୁମ୍ଭେ ମାରେ ପ୍ରଥମଜାତ ପୁତ୍ର। ତୁମ୍ଭେ ମାରେ ବଳ ଓ ଶକ୍ତିର ପ୍ରଥମ ଫଳ ଏବଂ ପୁଣି ମାରେ ପୁତ୍ରମାନଙ୍କ ମଧିଅରେ ତୁମ୍ଭେ ସବୁଠୁଁ ସମ୍ମାନିତ ଏବଂ ଶକ୍ତିଶାଳି ଥିଲ।
4କିନ୍ତୁ ତୁମ୍ଭର ଆବଗେ ବନ୍ଯା ତୁଲ୍ଯ ଥିଲା, ତୁମ୍ଭେ ନିଯନ୍ତ୍ରଣ କରିପାରିଲ ନାହିଁ। ତୁମ୍ଭର ପ୍ରଧାନତା ରହିବ ନାହିଁ। କାରଣ ତୁମ୍ଭେ ଆପଣା ପିତୃଶୟ୍ଯାକୁ ଗମନ କଲ। ତବେେ ତାହା ଅଶୁଚି କଲ।"
5"ଶିମିୟୋନ ଓ ଲବେୀ ଦୁଇ ସହୋଦର, ସମାନଙ୍କେର ଖଡ୍ଗ ଦୌରାତ୍ମ୍ଯର ଅସ୍ତ୍ର।
6ସମାନେେ ଗୁପ୍ତ ରେ ମନ୍ଦ ଯୋଜନା କରନ୍ତି। ହେ ମାରେ ପ୍ରାଣ ସମାନଙ୍କେର ଗୁପ୍ତମନ୍ତ୍ରଣା ରେ ପ୍ରବେଶ କର ନାହିଁ। ସମାନଙ୍କେ ସଭା ରେ ମିଳିତ ହୁଅ ନାହିଁ, କାରଣ ସମାନେେ କୋର୍ଧିତ ଥିଲା ବେଳେ ମନୁଷ୍ଯମାନଙ୍କୁ ହତ୍ଯା ଏବଂ ସମାନଙ୍କେ ଆନନ୍ଦ ପାଇଁ ବଳଦଗୁଡ଼ିକୁ ହତ୍ଯା କଲେ।
7ସମାନଙ୍କେ କୋରଧ ଅଭିଶପ୍ତ ହେଉ। କାରଣ ତାହା ପ୍ରଚଣ୍ଡ ଥିଲା। ସମାନଙ୍କେ କୋପ ଅଭିଶପ୍ତ ହେଉ କାରଣ ତାହା ନିଷ୍ଠୁର ଥିଲା। ମୁଁ ଯାକୁବ ମଧିଅରେ ସମାନଙ୍କେୁ ବିଭାଗ କରିବି। ଏବଂ ଇଶ୍ରାୟେଲ ମଧିଅରେ ଛିନ୍ନ ଭିନ୍ନ କରିବି।"
8"ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭର ପ୍ରଶଂସା କରିବେ। ତୁମ୍ଭେ ତୁମ୍ଭର ଶତୃମାନଙ୍କୁ ପରାସ୍ତ କରିବ। ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଣାମ କରିବେ।
9ଯିହୁଦା ଏକ ସିଂହ ପରି ଅଟେ। ହେ ମାହେର ପୁତ୍ର, ତୁମ୍ଭେ ତୁମ୍ଭର ଶିକାରକୁ ବଧ କରିଛ। ସେ ବିଶ୍ରାମ ନବୋ ପାଇଁ ଗଡ଼ିପଡେ। ସେ ସିଂହ ଓ ସିଂହୀର ନ୍ଯାଯ ଶଯନ କଲା। କହେି ତାହାକୁ ଉଠାଇ ପାରବ ନାହିଁ।
10ଶୀଲୋର ଆଗମନ ପର୍ୟ୍ଯନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତା'ର ଚରଣ ଦ୍ବଯ ମଧ୍ଯରୁ ବିଚାରକର୍ତ୍ତାର ୟଷ୍ଟି ୟିବ ନାହିଁ। ତାହାଙ୍କ ନିକଟରେ ଲୋକମାନେ ଅଧିନତା ସ୍ବୀକାର କରିବେ।
11ସେ ଦ୍ରାକ୍ଷାଲତା ନିକଟରେ ଆପଣା ଗଧକୁ ବାନ୍ଧିଲେ। ସେ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗଧର ଛୁଆକୁ ବାନ୍ଧିବେ। ସେ ଦ୍ରାକ୍ଷାରସ ରେ ଆପଣା ଉତ୍ତରୀଯ ବସ୍ତ୍ର ଓ ଆପଣା ପରଧଯେ ବସ୍ତ୍ର ଧୋଇବେ।
12ତା'ର ଚକ୍ଷୁ ଅଙ୍ଗୁର ରସଠାରୁ ଅଧିକ ଲାଲ ଏବଂ ତା'ର ଦାନ୍ତ ଦୁଧଠାରୁ ଅଧିକ ଧବଳ ହବେ।"
13"ସବୂଲୂନ୍ ସମୁଦ୍ର କୂଳ ରେ ବାସ କରିବ। ସେ ଜାହାଜର ଆଶ୍ରିତ ହବେ। ପୁଣି ସୀଦୋନ ପର୍ୟ୍ଯନ୍ତ ତାହାର ଅଧିକାର ସୀମା ହବେ।"
14" ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ। ଭାରି ବୋଝ ବହିଲା ପରେ ସେ ଶୁଏ।
15ସେ ବିଶ୍ରାମ ସ୍ଥାନକୁ ଉତ୍ତମ ଓ ଦେଶକୁ ସୁରମ୍ଯ ଦେଖିବ। ଏହାପରେ ସେ ଭାରି ଭାର ବୋହିବା ପାଇଁ ରାଜି ହବେ। ସେ ବେଠିକାମ କରିବାକୁ ରାଜି ହବେ।"
16"ଦାନ, ଇଶ୍ରାୟେଲର ଅନ୍ଯାନ୍ଯ ବଂଶ ତୁଲ୍ଯ ହାଇେ ଆପଣା ଆପଣା ଲୋକମାନଙ୍କର ବିଚାର କରିବ।
17ଦାନ ପଥସ୍ଥିତ ସର୍ପତୁଲ୍ଯ ଓ ମାର୍ଗସ୍ଥିତ ବିଷଧର ସାପ ତୁଲ୍ଯ। ଯେ କି ଘୋଡ଼ାମାନଙ୍କର ପାଦକୁ ଦଂଶନ କଲେ ଯେଉଁଥି ରେ ଆଶ୍ବା ରୋହୀମାନେ ଭୂମିରେ ଲୋଟନ୍ତି।
18" ହେ ସଦାପ୍ରଭୁ, ମୁଁ ତୁମ୍ଭଦ୍ବାରା ପରିତ୍ରାଣର ଅପେକ୍ଷା ରେ ଅଛି।"
19"ସୈନ୍ଯଦଳ ଗାଦକୁ ଆକ୍ରମଣ କରିବେ। କିନ୍ତୁ ଗାଦ ସମାନଙ୍କେୁ ପଛରୁ ଆକ୍ରମଣ କରିବ।"
20"ଆଶରେ ଉତ୍ତମ ଖାଦ୍ୟ ଉତ୍ପନ୍ନ କରିବ। ସେ ରାଜାଙ୍କୁ ରାଜକୀଯଭକ୍ଷ ଯୋଗଇବ।"
21"ନପ୍ତାଲି ମନୋହର ଏକ ହରିଣୀ ସ୍ବରୂପ, ସେ ଆନନ୍ଦଦାୟକ ବାକ୍ଯ କହିବ।"
22" ଯୋଷଫେ ଫଳଦାଯୀ ବୃକ୍ଷର ପଲ୍ଲବ। ସେ ନିର୍ଝର ଫଳଦାଯୀ ବୃକ୍ଷର ପଲ୍ଲବ ସ୍ବରୂପ। ତା'ର ଶାଖା ସକଳ ପ୍ରାଚୀର ଉପରେ ଚଢ଼ିବ।
23ଧନୁର୍ଦ୍ଧରମାନେ ତାଙ୍କୁ ଅତିଶଯ କ୍ଲେଶ ଦଇେଛନ୍ତି। ପୁଣି ତାକୁ ବାଣ ବିନ୍ଧି ତାକୁ ତାଡ଼ନା କରିଛନ୍ତି।
24କିନ୍ତୁ ତାହାର ଧନୁ ଦୃଢ଼ ଥିଲା ଏବଂ ତାହାର ବାହୁ ଯାକୁବର ଶକ୍ତିଶାଳି ପରମେଶ୍ବର ଇଶ୍ରାୟେଲର ମଷେପାଳକଠାରୁ କୌଶଳ ପ୍ରାପ୍ତ ହାଇେଥିଲା।
25ପୈତୃକ ପରମେଶ୍ବର, ସାହାୟ୍ଯ କରିବେ ଏବଂ ସର୍ବଶକ୍ତିମାନ ପରମେଶ୍ବର ସ୍ବର୍ଗରୁ ତୁମ୍ଭଙ୍କୁ ଆଶୀର୍ବାଦ ଦବେେ। ଆକାଶରୁ ମଙ୍ଗଳ ଓ ଗଭୀର ସାଗର ଗର୍ଭାଶଯ ବାରିଧିରୁ ମଙ୍ଗଳ ତୁମ୍ଭକୁ ଆଶୀର୍ବାଦ କରିବେ।
26ତୁମ୍ଭର ପିତାଙ୍କ ଆଶିର୍ବାଦ ଅଧିକ ପ୍ରାଚୀନ ପର୍ବତଠାରୁ ଏବଂ ଭଲ ବିଷଯ ଚିରସ୍ଥାଯୀ ପର୍ବତର ସୀମା ପର୍ୟ୍ଯନ୍ତ ହବେ। ଯୋଷଫେ ୟିଏକି ତାଙ୍କ ଭାଇମାନଙ୍କଠାରୁ ଭିନ୍ନ ସହେି ଆଶୀର୍ବାଦ ସମସ୍ତ ଭୋଗକରୁ।"
27"ବିନ୍ଯାମୀନ ଏକ ଭୋକିଲା ଗଧିଆ ତୁଲ୍ଯ। ପ୍ରଭାତ ରେ ସେ ଶୀକାର କରି ଖାଏ। ଅବଶିଷ୍ଟାଂଶ ସନ୍ଧ୍ଯା ରେ ସେ ଦୁ ହେଁ ଭାଗ କରନ୍ତି।"
28ଏମାନେ ଇଶ୍ରାୟେଲର ଦ୍ବାଦଶ ଗୋଷ୍ଠୀ। ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହିକଥା କହି, ଏମାନଙ୍କର ପ୍ରତି ଜଣକୁ ବିଶଷେ ଆଶୀର୍ବାଦ କଲେ।
29ଏହାପରେ ଇଶ୍ରାୟେଲ ତାଙ୍କୁ ନିର୍ଦ୍ଦେଶ ଦଇେ କହିଲେ, "ମୁଁ ଯେତବେେଳେ ମରିବି, ମାରେପୂର୍ବପୁରୁଷମାନଙ୍କ ସହିତ ମାେତେ ଇଫ୍ରୋଣର ହତେୀଯ କ୍ଷତେ ରେ କବର ଦିଅ।
30ଏଣୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶ ରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍ପଲୋର କ୍ଷେ ତ୍ର ହତେୀଯ ଇଫ୍ରୋଣଠାରୁ କିଣିଥିଲେ। ସହେି ହତେୀଯ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହା ରେ ମାରେ ପୂର୍ବପୁରୁଷମାନଙ୍କ ନିକଟରେ ମାେତେ କବର ଦବେ।
31ଅବ୍ରହାମ ଏବଂ ତାଙ୍କ ସ୍ତ୍ରୀ ସାରା ସେଠେ ରେ କବର ପ୍ରାପ୍ତ ହାଇେଛନ୍ତି। ଇସ୍ହାକ୍ ଓ ତା'ର ସ୍ତ୍ରୀ ରିବିକା ସହେିଠା ରେ କବର ନଇେଛନ୍ତି। ମୁଁ ସହେି ସ୍ଥାନ ରେ ଲୟୋକୁ କବର ଦଇେଛି।
32ସହେି କ୍ଷେତ୍ର ଓ ଦନ୍ମଧ୍ଯସ୍ଥ ଗୁହା ହତେୀଯ ସନ୍ତାନମାନଙ୍କଠାରୁ କିଣା ହାଇେଅଛି।"
33ଯାକୁବ ତାଙ୍କର ପିଲାମାନଙ୍କ ସହିତ କଥାବାର୍ତ୍ତା କଲାପରେ ସେ ଶୟ୍ଯା ରେ ଦୁଇପାଦ ଏକତ୍ର ବିଛଣା ଭିତରକୁ କରି ପ୍ରାଣତ୍ଯାଗ କଲେ।