Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
6 verses
1ସହେି ସମୟରେ ତୁମ୍ଭେ କହିବ, ହେ ସଦାପ୍ରଭୋ, "ମୁଁ ତୁମ୍ଭର ପ୍ରଶଂସା କରୁଛି। ତୁମ୍ଭେ ଆମ୍ଭ ଉପ ରେ କ୍ରୋଧାନ୍ବିତ ଥିଲ, ମାତ୍ର ବର୍ତ୍ତମାନ ତୁମ୍ଭର କୋରଧ ନିବୃତ୍ତ ହାଇେଅଛି, ତୁମ୍ଭେ ତୁମ୍ଭର ପ୍ ରମେ ଆମ୍ଭକୁ ଦଖାଇେଅଛ।'
2ପରମେଶ୍ବର ମାରେ ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ବାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମାେତେ ରକ୍ଷା କରନ୍ତି। ୟିହୋବା ସଦାପ୍ରଭୁ ମାରେ ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।
3ପରିତ୍ରାଣ ରୂପକ କୂପରୁ ତୁମ୍ଭମାନେେ ଜଳ କାଢ଼ିବ। ତାହା ହେଲେ ତୁମ୍ଭମାନେେ ସୁଖୀ ହବେ।
4ତା'ପ ରେ ତୁମ୍ଭେ କହିବ, "ସଦାପ୍ରଭୁଙ୍କର ପ୍ରଶଂସା କର। ତାହାଙ୍କ ନାମ ରେ ପ୍ରାର୍ଥନା କର। ସେ ଯେଉଁ ମହାନ୍ କାର୍ୟ୍ଯ କରିଛନ୍ତି, ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗ ରେ ତାଙ୍କର ପ୍ରଶଂସା କର।'
5ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସା ଗାନ କର। କାରଣ ସେ ମହିମାୟୁକ୍ତ କାର୍ୟ୍ଯ କରିଛନ୍ତି। ତାହାଙ୍କର ସମଗ୍ର ପୃଥିବୀ ରେ ମହିମା ବ୍ଯାପ୍ତ ହେଉ। ସମଗ୍ର ମାନବ ସମାଜ ଏହା ଜାଣନ୍ତୁ।
6ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।