Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
6 verses
1ଅଶୂରର ରାଜା ସର୍ଗୋନାଙ୍କ ପ୍ ରରେିତ ତର୍ତ୍ତନ ଅସଦୋଦ ନଗର ବିପକ୍ଷ ରେ ୟୁଦ୍ଧ କଲେ।
2ସହେି ସମୟରେ ସଦାପ୍ରଭୁ ଅମାେସଙ୍କ ପୁତ୍ର ଯିଶାଇୟଙ୍କ ଦ୍ବାରା ଏହି କଥା କହିଲେ, "ୟାଅ, ତୁମ୍ଭ କଟିରୁ ଚଟବସ୍ତ୍ର କାଢ଼ ଓ ପାଦରୁ ପାଦୁକା କାଢ଼।' ଯିଶାଇୟ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ବିବସ୍ତ୍ର ଏବଂ ଶୂନ୍ଯପାଦ ହାଇେ ଭ୍ରମଣ କଲେ।
3ତା'ପ ରେ ସଦାପ୍ରଭୁ କହିଲେ, "ଆମ୍ଭର ଦାସ ଯିଶାଇୟ ତିନିବର୍ଷ ଧରି ବିବସ୍ତ୍ର ଓ ଶୂନ୍ଯପାଦ ହାଇେ ଭ୍ରମଣ କଲେ। ଏହା ମିଶର ଓ କୂଶ ପାଇଁ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ବରୂପ ଅଟେ।
4ଅଶୂର ରାଜା ମିଶର ଓ କୂଶରୁ ପରାସ୍ତ କରିବ। ମିଶରୀଯମାନେ ଲଜ୍ଜିତ ହବେ। କାରଣ ମିଶରୀଯ ଆବାଳବୃଦ୍ଧ ବନ୍ଦୀଙ୍କୁ ଓ କୂଶୀଯ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ଯପାଦ କରି ସମାନେେ ତାଙ୍କ ଦେଶରୁ ନଇେଯିବେ।
5ଲୋକମାନେ କୂଶକୁ ସାହାୟ୍ଯ ପାଇଁ ଚାହିଁବେ। ମାତ୍ର ସମାନେେ ନିରାଶ ହାଇେ ଭାଙ୍ଗି ପଡ଼ିବେ। ମିଶରର ଦର୍ପ ଚୂର୍ଣ୍ଣ ହବୋ ଦେଖି ତା'ର ଲୋକମାନେ ଆଶ୍ଚର୍ୟ୍ଯ ଓ ଲଜ୍ଜିତ ହବେ।'
6ସହେି ସମୟରେ ସମୁଦ୍ର ନିଟକସ୍ଥ ନିବାସୀ କହିବେ, "ଆମ୍ଭମାନେେ ଏହି ଦେଶଗୁଡ଼ିକ ଉପ ରେ ସାହାୟ୍ଯ ପାଇଁ ଭରସା ରଖିଥିଲୁ। ଅଶୂର ରାଜା ନିକଟକୁ ରକ୍ଷା ପାଇଁ ପାଇଁ ସମାନଙ୍କେ ନିକଟକୁ ଆମ୍ଭମାନେେ ବିଶ୍ବାସ ଭୂମି ଭାବି ଧାଇଁ ୟାଇଥିଲୁ। ମାତ୍ର ସହେି ଦେଶଗୁଡ଼ିକ ଅଧିକୃତ ହେଲା, ତବେେ ଆମ୍ଭମାନଙ୍କୁ ଆଉ କିଏ ରକ୍ଷା କରିବ ଓ ଆମ୍ଭମାନେେ କିପରି ବଞ୍ଚିବୁ ?'