Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
20 verses
1ଦେଖ, ଜଣେ ରାଜା ଧର୍ମାନୁସା ରେ ରାଜତ୍ବ କରିବେ ଓ ଅଧିପତିଗଣ ନ୍ଯାଯ ରେ ଶାସନ କରିବେ।
2ଯଦି ଏହା ଘଟିବ, ତବେେ ସହେି ମାନବ ବତାସରୁ ଆଶ୍ରଯସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରଯ, ଶୁଷ୍କ ଭୂମିରେ ଜଳଷୋର୍ତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାଯା ପ୍ରଦାୟକ ଶୈଳ ସଦୃଶ ହବେ।
3ପୁଣି ଦର୍ଶକମାନଙ୍କର ଚକ୍ଷୁ ମୁଦ୍ରିତ ହବେ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ଅବଧାନ କରିବ।
4ଦ୍ବନ୍ଦ ରେ ପଡ଼ିଥିବା ବ୍ଯକ୍ତି ଜ୍ଞାନ ଲାଭ କରିବେ। ନିର୍ବୀକମାନେ ସ୍ପଷ୍ଟ କଥା କହିବେ।
5ନିର୍ବୋଧମାନେ ମହାତ୍ମା ଓ ଖଳଲୋକ ଉଦାର ବୋଲି ପ୍ରସିଦ୍ଧ ହବେେ ନାହିଁ।
6କାରଣ ଜଣେ ମୃତ ନିର୍ବୋଧ କଥା କହିବ ଓ ତାହାର ହୃଦଯ ରେ ଅଧର୍ମ କଥା କଳ୍ପନା କରିବ। ସେ ସର୍ବଦା ଭ୍ରାନ୍ତିମୂଳକ କାର୍ୟ୍ଯ କରିବ ସେ ସଦାପ୍ରଭୁଙ୍କ ପ୍ରତିକୂଳ ରେ ମନ୍ଦକଥା କହିବ। ସେ କ୍ଷୁଧିତକୁ ଖାଦ୍ୟ ଦବେ ନାହିଁ କି ତୃଷିତକୁ ଜଳଦାନ କରିବ ନାହିଁ।
7ଆଉ ମଧ୍ଯ ଖଳ ଲୋକର ଉପାଯ ସବୁ ମନ୍ଦ। ସେ ଦରିଦ୍ରଠାରୁ ସମସ୍ତ ଅପହରଣ କରିବାକୁ ଯୋଜନା କଲେ। ସେ ଦରିଦ୍ର ଲୋକମାନଙ୍କୁ ମିଥ୍ଯା ଅଭିଯୋଗ ସାହାୟ୍ଯ ରେ ଧ୍ବଂସ କରିବାକୁ ଶପଥ ନିଏ, ଯଦିବା ସେତବେେଳେ ସହେି ଦରିଦ୍ର ଲୋକ ଯାହା କ ହେ, ତାହା ସଠିକ୍।
8ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସହେି ଉତ୍ତମ ଆଚରଣ ରେ ସେ ସ୍ଥିର ରହେ।
9ହେ ସୁଖିନୀ ସ୍ତ୍ରୀଗଣ, ତୁମ୍ଭମାନେେ ମାେ କଥା ଶୁଣ। ହେ ବିଶ୍ବସ୍ତା ନାରୀଗଣ, ମାେ ବାକ୍ଯ ରେ କର୍ଣ୍ଣପାତ କର।
10ହେ ନିଶ୍ଚିତା ନାରୀଗଣ, ତୁମ୍ଭମାନେେ ବର୍ଷକ ପ ରେ ଉଦ୍ବିଗ୍ନା ହବେ। କାରଣ ଦ୍ରାକ୍ଷାଫଳର ଅଭାବ ହବେ, ଫଳ ଅମଳର ସମୟ ଆସିବ ନାହିଁ।
11ହେ ଶାନ୍ତିପ୍ରିଯ ନାରୀଗଣ, ତୁମ୍ଭମାନେେ କମ୍ପିତା ହବେ। ହେ ନିଶ୍ଚିତା ନାରୀଗଣ, ତୁମ୍ଭମାନେେ ଉଦ୍ ବିଗ୍ନା ହବେ। ତୁମ୍ଭମାନଙ୍କର ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ କଟି ଦେଶ ରେ ଚଟ ବାନ୍ଧ।
12ସହେି ମନୋରମ ଫଳ କ୍ଷତେ ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତ�� ଦୁଃଖ ରେ ଛାତିକୁ ମାରି ହବେେ।
13ମାରେଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳିକୁ ବୃକ୍ଷ ରେ ପୂର୍ଣ୍ଣ ହବୋ ନିମନ୍ତେ ଓ ନଗରର ଆନନ୍ଦ ଉଲ୍ଲାସପୂର୍ଣ୍ଣ ଗୃହଗୁଡ଼ିକ ପାଇଁ ବିଳାପ କର।
14ମାରେ ଲୋକମାନେ ରାଜନଗରୀ ପରିତ୍ଯାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ଯ ହବେ। ଗିରି ଓ ପ୍ରହରି ଦୁର୍ଗ ଚିରିକାଳ ଗୁହାମଯ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହବେ।
15ଆତ୍ମା ଉର୍ଦ୍ଧ୍ବରୁ ଆସିବା ପର୍ୟ୍ଯନ୍ତ ଏହିସବୁ ଚାଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହାଇେଛି, ତା'ପ ରେ ମରୁଭୂମି ଠିକ୍ ବିଚାର ରେ ପାଇବେ ଏବଂ ଫଳ ବଗିଚା ଜଙ୍ଗଲ ରେ ପରିଣତ ହବେ।
16ସେତବେେଳେ ପ୍ରାନ୍ତର ରେ ନ୍ଯାଯ ବିଚାର ବାସ କରିବ ଓ ଉର୍ବର କ୍ଷତେ ରେ ଧାର୍ମିକତା ବସତି ସ୍ଥାପନ କରିବ।
17ପୁଣି ସହେି ଧାର୍ମିକତାର କାର୍ୟ୍ଯ ଶାନ୍ତିମଯ ହବେ ଓ ଧାର୍ମିକତାର ଫଳ ଚିରକାଳ ସୁସ୍ଥିରତା ଓ ନିର୍ଭୟତା ହବେ।
18ମାରେ ଲୋକମାନେ ଶାନ୍ତିମଯ ବସତି ସ୍ଥାନ ରେ, ନିରାପଦ ତମ୍ବୁ ରେ ଓ ସୁସ୍ଥିର ବିଶ୍ରାମ ସ୍ଥାନ ରେ ବାସ କରିବେ।
19ମାତ୍ର ଏହି କାର୍ୟ୍ଯ ଘଟିବା ପୂର୍ବରୁ ଅରଣ୍ଯ ସମ୍ପୂର୍ଣ୍ଣ ନିପତିତ ହବେ ଓ ନଗର ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇବ।
20ତୁମ୍ଭମାନଙ୍କ ମଧ୍ଯରୁ କେତକେ ସକଳ ସ୍ଥାନ ରେ ବୀଜ ବୁଣୁଛ ଓ ଗୋରୁ ଗର୍ଦ୍ଦଭମାନଙ୍କୁ ବାହା ରେ ଚରିବାକୁ ଛାଡ଼ୁଛ, ସେଥିପାଇଁ ତୁମ୍ଭମାନେେ ଧନ୍ଯ।