Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
10 verses
1ଶୁଷ୍କ ମରୁଭୂମି ଆନନ୍ଦିତ ହବେ। ପୁଣି ମରୁଭୂମି ଉଲ୍ଲାସିତ ହାଇେ ପୁଷ୍ପତୁଲ୍ଯ ପ୍ରଫୁଲିତ ହବେ।
2ତା'ର ଅପାର ଆନନ୍ଦ ଉଲ୍ଲସ ନୃତ୍ଯ ଓ ଗାନ ମାଧ୍ଯମ ରେ ପ୍ରଦର୍ଶନ କରିବ। ଲିବାନୋନର ପରାକ୍ରମ, କର୍ମିଲ ଓ ଶାରୋଣର ଶାେଭା ସେ ପ୍ରାପ୍ତ ହବେ। ଏସବୁ ଘଟିବ, କାରଣ ସମାନେେ ସଦାପ୍ରଭୁଙ୍କର ମହିମା ଏବଂ ସମାନେେ ପରମେଶ୍ବରଙ୍କ ଶୋଭା ଦେଖିବେ।
3ତୁମ୍ଭମାନେେ ଦୁର୍ବଳ ହାତକୁ ସବଳ କର ଓ କମିତ ଆଣ୍ଠୁକୁ ସୁସ୍ଥିର କର।
4ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦଇେ କୁହ, "ସାହସୀ ହୁଅ, ଭୟ କର ନାହିଁ।" ଦେଖ, ତୁମ୍ଭର ପରମେଶ୍ବର ବିପକ୍ଷମାନଙ୍କ ଉପ ରେ ପ୍ରତି ଶାଧେ ନବୋକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ।
5ସେତବେେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହାଇେ ଦେଖିପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣ ରେ ଶ୍ରବଣ କରିବେ।
6ଖଞ୍ଜଲୋକ ହରିଣ ତୁଲ୍ଯ ନିଆଁ ମାରିବ ଓ ମୂକ ଆନନ୍ଦ ରେ ଗାନ କରିବ। କାରଣ ପ୍ରାନ୍ତର ରେ ଜଳ ଓ ମରୁଭୂମିରେ ଝରଣାର ଷୋର୍ତ ବାହାରିବ।
7ମରିଚିକା ଜଳାଶଯ ହବେ। ଶୁଷ୍କ ମରୁଭୂମି ନିର୍ଝରମଯ ହବେ। ଶୃଗାଳମାନଙ୍କ ବାସ ସ୍ଥାନ ରେ ନଳ ଓ ତଣ୍ଡିବଣ ଜନ୍ମିବ।
8ପୁଣି ସେତବେେଳେ ସଠାେ ରେ ରାଜଦଣ୍ଡ ଓ ପଥ ହବେ ଯାହାକି "ପବିତ୍ରତାର ପଥ" ବୋଲି ବିଖ୍ଯାତ ହବେ। ତାହା ଉପ ରେ କବଳେ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଚାରୀ ଓ ଅଜ୍ଞାନମାନେ ସେ ପଥରେ ଯିବେ ନାହିଁ।
9ସେ ପଥରେ କୌଣସି ବିପଦ ନ ଥିବ। ସିଂହ କିମ୍ବା ହିଂସ୍ରକ ଜନ୍ତୁ ଆଘାତ ଦବୋକୁ ସଠାେ ରେ ନ ଥିବେ। ସମାନେେ ସଠାେ ରେ ଦଖାେଯିବେ ନାହିଁ। କବଳେ ମୁକ୍ତିପ୍ରାପ୍ତ ଲୋକମାନେ ତା'ଉପ ରେ ବିଚରଣ କରିବେ।
10ପୁଣି ପରମେଶ୍ବରଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ। ସମାନେେ ଆନନ୍ଦ ରେ ଗାନ କରି କରି ସିୟୋନ ରେ ଉପସ୍ଥିତ ହବେେ। ଚିରନ୍ତନ ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ �� ଆର୍ତ୍ତସ୍ବର ଦୂରକୁ ପଳାଇୟିବ।