Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
11 verses
1ସଦାପ୍ରଭୁ ଏହିକଥା କୁହନ୍ତି, " ହେ ଇଶ୍ରାୟେଲର ପୁତ୍ରଗଣ, ତୁମ୍ଭମାନେେ ଭାବୁଛ ଆମ୍ଭେ ତୁମ୍ଭର ମାତା ୟିରୁଶାଲମକୁ ତ୍ଯାଗ କରିଅଛୁ। ପ୍ରମାଣ ସ୍ବରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ଯରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରଯ କରିଅଛୁ ? ଏଠା ରେ ଦେଖ, ତୁମ୍ଭମାନେେ ନିଜର ଅପରାଧ ପାଇଁ ବିକ୍ରୀ ହାଇେଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ଯକ୍ତା ହାଇେଥିଲେ।
2ଆମ୍ଭେ ଆସିଲା ବେଳେ କାହିଁକି କହେି ଉପସ୍ଥିତ ନ ଥିଲ ? ଆମ୍ଭେ ଡ଼ାକିଲା ବେଳେ କହେି ଉତ୍ତର ଦବୋକୁ କାହିଁକି ନ ଥିଲ ? ଆମ୍ଭର ହସ୍ତ କ'ଣ େଛାଟ ଯେ ତାହା ମୁକ୍ତ କରିପାରିବ ନାହିଁ ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ'ଣ ପରାକ୍ରମ ନାହିଁ ? ଦେଖ, ଆମ୍ଭର ଆଦେଶ ରେ ସମୁଦ୍ର ଶୁଖିୟାଇପା ରେ ଓ ନଦନଦୀକୁ ପ୍ରାନ୍ତର କରିଦଇେ ପାରୁ। ସେଥି ରେ ଥିବା ମତ୍ସ୍ଯ ଜଳ ଅଭାବରୁ ତୃଷାର୍ତ୍ତ ହାଇେ ମରିଯିବେ ଓ ଦୁର୍ଗନ୍ଧ ହବେ।
3ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ ଓ ଚଟବସ୍ତ୍ର ରେ ସହେି ସବୁର ଆଚ୍ଛାଦନ କରୁ।"
4ମାରେପ୍ରଭୁ ସଦାପ୍ରଭୁ ମାେତେ ଶିକ୍ଷା ଦଇେଛନ୍ତି ମୁଁ ଯେପରି କ୍ଲାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରିପାରିବି, ସେ ପ୍ରତି ପ୍ରଭାତ ରେ ମାେତେ ଜାଗ୍ରତ କରାନ୍ତି ଓ ବିଦ୍ଯାର୍ଥୀପରି ଶୁଣିବା ପାଇଁ ମାରେ କର୍ଣ୍ଣକୁ ଜାଗ୍ରତ କରାନ୍ତି।
5ମାରେ ପ୍ରଭୁ ସଦାପ୍ରଭୁ ମାରେ କର୍ଣ୍ଣକୁ ମୁକ୍ତ କରିଛନ୍ତି ; ପୁଣି ମୁଁ ତାଙ୍କର ବିରୁଦ୍ଧାଚାରୀ ହାଇେ ନାହିଁ କିମ୍ବା ପଛକୁ ଫରେି ନାହିଁ।
6ମୁଁ ପ୍ରହାରକ ଦବୋ ପାଇଁ ମାରେପିଠି ଦଖାଇେ ଦବେି, ମାରେ ଦାଢ଼ି ଉପାଡ଼ିବା ପାଇଁ ମାରେ ଗାଲ ଦଖାଇେ ଦବେି, ପୁଣି ଅପମାନିତ ହବୋକୁ ଛପେ ପକାଇବାକୁ ମାରେ ମୁହଁ ଲୁଚାଇବି ନାହିଁ।
7ମାରେ ପ୍ରଭୁ ସଦାପ୍ରଭୁ ମାେତେ ସାହାୟ୍ଯ କରିବେ ; ତେଣୁ ସମାନଙ୍କେର ଅପମାନ ମାେତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମାରେ ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହବେି ନାହିଁ।
8ଯେ ମାେତେ ଧର୍ମାଚାରୀ କରନ୍ତି ସେ ମାେ ନିକଟବର୍ତ୍ତୀ। ତେଣୁ ମାେତେ କିଏ ବିରୋଧ କରିବ ? ଆସ ଆମ୍ଭମାନେେ ଏକତ୍ର ଛିଡ଼ା ହବୋ, କିଏ ମାରେ ବିପକ୍ଷ ରେ ୟିବ ସେ ମାେ ନିକଟକୁ ଆସୁ।
9ଦେଖ, ସଦାପ୍ରଭୁ, ମାରେ ପ୍ରଭୁ ମାେତେ ସାହାୟ୍ଯ କରିବେ। ତେଣୁ କିଏ ମାେତେ ଦୋଷୀ କରିବ ? ସମାନେେ ସମସ୍ତେ ଜୀର୍ଣ୍ଣ ବସ୍ତ୍ର ସଦୃଶ ହବେେ ଓ କୀଟ ସଗେୁଡ଼ିକୁ ଗ୍ରାସ କରିବ।
10ତୁମ୍ଭମାନଙ୍କ ମଧିଅରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସବେକର ବାକ୍ଯ ପାଳନ କରେ ? ପୁଣି ଯେ ଆଲୋକ ବିନା ଅନ୍ଧକାର ରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପ ରେ ବିଶ୍ବାସ କର ଓ ଆପଣା ପରମେଶ୍ବରଙ୍କ ଉପ ରେ ନିର୍ଭରଶୀଳ ହେଉ।
11" ଦେଖ, ତୁମ୍ଭମାନେେ ନିଜ ନିଜ ପତ ରେ ବଞ୍ଚିବାକୁ ଚାହୁଁଛ। ତୁମ୍ଭମାନେେ ନିଜେ ନିଜେ ଅଗ୍ନି ଜାଳୁଅଛ ଓ ଅଗ୍ନି ଖୁଣ୍ଟା ରେ ନିଜକୁ ବେଷ୍ଟନ କରୁଅଛ। ପୁଣି ତୁମ୍ଭମାନେେ ନିଜ ଅଗ୍ନିଶିଖା ଓ ନିଜ ପ୍ରଜ୍ଜ୍ବଳିତ ଅଗ୍ନିଖୁଣ୍ଟା ମଧିଅରେ ଗମନ କର। ମାେ ହସ୍ତରୁ ଏହା ତୁମ୍ଭମାନେେ ପାଇବ, ତୁମ୍ଭମାନେେ ଶାେକରେ ଶଯନ କରିବ।'