Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
22 verses
1"ଆମ୍ଭମାନେେ ସମସ୍ତେ ମନୁଷ୍ଯ। ଆମ୍ଭର ଜୀବନ ଅଳ୍ପାଯୁ ତଥା ନାନା ବିପଦ ରେ ପୂର୍ଣ୍ଣ।
2ମଣିଷର ଜୀବନ ଫୁଲ ସଦୃଶ। ସେ ଖୁବ୍ ଶୀଘ୍ର ବଢ଼ିୟାଏ ଓ ଶଷେର ମରିୟାଏ। ମଣିଷର ଜୀବନ ଛାଯା ତୁଲ୍ଯ ଏଠା ରେ ଖୁବ୍ କମ ସମୟ ପାଇଁ। ଘଡ଼ିକେ ଦଖାୟୋଏ ପୁଣି ଅଦୃଶ୍ଯ ହାଇୟୋଏ।
3ଏହା ସତ୍ଯ, କିନ୍ତୁ ପରମେଶ୍ବର ତୁମ୍ଭେ କ'ଣ ଜଣେ ବ୍ଯକ୍ତିକୁ ଦେଖିବ ? ତୁମ୍ଭେ କ'ଣ ମାେ ସହିତ ବିଚାରସ୍ଥଳକୁ ଆସିବ ଏବଂ ଆମ୍ଭେ ଦୁଇଜଣ ନିଜ ନିଜର ୟୁକ୍ତି ଉପସ୍ଥାପନା କରିବା।
4'ଅପରିଷ୍କାର ବସ୍ତୁରୁ କିଏ ପରିଷ୍କାର ବସ୍ତୁ ଉତ୍ପନ୍ନ କରିପା ରେ। ନା, କହେି ଜଣେ ମନୁଷ୍ଯ କରି ପାରିବ ନାହିଁ।
5ମଣିଷର ଜୀବନର ଏକ ନିର୍ଦ୍ଦିଷ୍ଟ ସୀମା ଅଛି। ହେ ପରମେଶ୍ବର, ତୁମ୍ଭେ ନିର୍ଣ୍ଣଯ କର ଜଣେ ମନୁଷ୍ଯ କେତେ ଦିନ ବଞ୍ଚିବ। ତୁମ୍ଭେ ମଣିଷ ପାଇଁ ସହେି ସୀମା ନିର୍ଦ୍ଦିଷ୍ଟ କରିଛ। ଏହା କ'ଣ କହେି ବଦଳାଇ ପା ରେ ?
6ତେଣୁ ହେ ପରମେଶ୍ବର ଆମ୍ଭକୁ ନିରୀକ୍ଷଣ କରିବା ବନ୍ଦ କର। ଆମ୍ଭର କ୍ଷଣିକ ଜୀବନ ଆମ୍ଭକୁ ଏକୁଟିଆ ଉପଭୋଗ କରିବା ପାଇଁ ଦିଅ। ଯେପରି ଦିନ ମଜୁରିଆ କାମ ଶଷେ ପରେ ତା'ର ମଜୁରିକୁ ଉପ ଭୋଗ କରିଥାଏ।
7ଗୋଟିଏ ଗଛ ପାଇଁ ମଧ୍ଯ ଆଶା ଅଛି। ଯଦି ଥରେ ଏହା କଟା ହାଇୟୋଏ, ଏହା ମଧ୍ଯ ପୁଣି ବଞ୍ଚିପା ରେ। ପୁଣି ଡ଼ାଳପତ୍ର ମଲେି ଶାଖା ବୃଦ୍ଧି କରିପା ରେ।
8ଯଦିଓ ତାହାର ଚରେ ଭୂମି ତଳେ ଜୀର୍ଣ୍ଣ ହାଇୟୋଏ ଏବଂ ତାହାର କର୍ତ୍ତିତ ମୂଳଟି ଭୂମିରେ ମରିୟାଏ।
9କିନ୍ତୁ ପାଣିର ବନ୍ଧ ପାଇବା ମାତ୍ ରେ ଏହା ତାହାର ଶାଖା ଗୋଟିଏ ୟୁବା ବୃକ୍ଷପରି ବଢ଼ାଇପା ରେ।
10କିନ୍ତୁ ମଣିଷ ଯେତବେେଳେ ମରିୟାଏ। ସେ ସମସ୍ତ ଶକ୍ତି ହରାଇ ଦିଏ। ସପରେି ଶଷେ ନିଶ୍ବାସ ନିଏ ଏବଂ ତା'ପରେ ସେ କେଉଁଠା ରେ ?
11ହ୍ରଦରୁ ପାଣି ଶୂନ୍ଯ ହାଇୟୋଏ ଏବଂ ଜଳ ପ୍ରପାତର ପ୍ରବାହ ବନ୍ଦ ହାଇୟୋଏ ଏବଂ ଶୁଖିୟାଏ।
12ଠିକ୍ ସହେିପରି, ମଣିଷ ଶାଇେପଡ଼େ ଏବଂ ଆଉ ଉେଠ ନାହିଁ। ଯେପର୍ୟ୍ଯନ୍ତ ସ୍ବର୍ଗ ଅଛି, ମୃତ ଲୋକ କବେେ ସହେି ନିଦ୍ରାରୁ ଉଠିବେ ନାହିଁ।
13ମୁଁ ଇଚ୍ଛାକରେ, ତୁମ୍ଭେ ମାେତେ ପାତାଳ ରେ ଲୁଚାଇ ରଖନ୍ତ। ମୁଁ ଇଚ୍ଛାକରେ, ତୁମ୍ଭେ ମାେତେ ଲୁଚାଇ ରଖନ୍ତ, ଯେ ପର୍ୟ୍ଯନ୍ତ ତୁମ୍ଭର ରାଗ ଶାନ୍ତ ନ ହାଇେଛି। ତା'ପରେ ତୁମ୍ଭେ ମାେତେ ମନକରେିବା ପାଇଁ ଗୋଟେ ସମୟ ଠିକ୍ କରିବ।
14ମନୁଷ୍ଯ ମଲେ କ'ଣ ପୁଣି ଆଉ ବଞ୍ଚିବ ? ମୁଁ ନିଶ୍ଚଯ ଅପେକ୍ଷା କରିବି ଯେତଦେିନ ପର୍ୟ୍ଯନ୍ତ ମୁଁ ମୁକ୍ତ ନ ହାଇେଛି।
15ହେ ପରମେଶ୍ବର, ତୁମ୍ଭେ ମାେତେ ଡ଼ାକିବ ଏବଂ ମୁଁ ତୁମ୍ଭକୁ ଉତ୍ତର ଦବେି। ତା'ପରେ ତୁମ୍ଭେ ଯେଉଁ ମଣିଷକୁ ତିଆରି କରିଛ, ସେ ତୁମ୍ଭ ପାଇଁ ମୁଖ୍ଯ ହବେ।
16ତୁମ୍ଭେ ତଥାପି ମାରେ ପ୍ରତିଟି ପଦକ୍ଷପକେୁ ନିରୀକ୍ଷଣ କରୁଛ, କିନ୍ତୁ ତୁମ୍ଭେ ମାରେ ପାପଗୁଡ଼ିକୁ ମନେ ପକାଇବ ନାହିଁ।
17ତୁମ୍ଭେ ମାରେ ସମସ୍ତ ପାପକୁ ଏକ ଥଳି ରେ ବାନ୍ଧି ଦଇେ ନିଜର ମାହେର ଦଇେ ବାହାରକୁ ଫିଙ୍ଗି ଦବେ।
18ପର୍ବତ ସବୁ ଭାଙ୍ଗିପଡ଼ି ଚୂନା ହାଇୟୋଆନ୍ତେ, ବଡ଼ ପଥର ଖଣ୍ଡମାନ ଭାଙ୍ଗି ଚୂନା ହାଇେ ବିଛାଡ଼ି ହାଇେ ପଡ଼ନ୍ତେ।
19ପଥର ଉପରେ ପାଣି ବହି ତାକୁ କ୍ଷଯ କରିଦିଏ। ବନ୍ଯା ଭୂମିରୁ ସବୁ ପଟୁମାଟି ପାଣି ରେ ପୋଛି ନିଏ। ସହେିଭଳି ହେ ପରମେଶ୍ବର ତୁମ୍ଭେ ବ୍ଯକ୍ତିର ସମସ୍ତ ଆଶାକୁ ଧୂଳିସାତ କର।
20ତୁମ୍ଭେ ତାକୁ ସଂପୂର୍ଣ୍ଣ ପରାସ୍ତ କର ଏବଂ ତାକୁ ଛାଡ଼ି ଦିଅ। ତୁମ୍ଭେ ତାକୁ ଦୁଃଖି କରାଅ ଏବଂ ତାକୁ ମରଣ ସ୍ଥାନକୁ ପଠାଇଦିଅ।
21ଯଦି ତା'ର ସନ୍ତାନଗଣ ସମ୍ମାନିତ ହୁଅନ୍ତି, ସେ ଆଦୌ ଜାଣେ ନାହିଁ। ଯଦି ତା'ର ସନ୍ତାନଗଣ ହତାଦର ହୁଅନ୍ତି, ସେ ତାହା ଦେଖିପା ରେ ନାହିଁ।
22ସହେି ବ୍ଯକ୍ତି କବଳେ ନିଜ ଶରୀର ରେ ୟନ୍ତ୍ରଣାକୁ ଅନୁଭବ କରିପା ରେ ଏବଂ କବଳେ ନିଜ ପାଇଁ ଶାେକ କରେ।"