Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
54 verses
1ଦ୍ବିତୀୟ ବର୍ଷର ଦ୍ବିତୀୟ ମାସ ପ୍ରଥମ ଦିନ ରେ ଇଶ୍ରାୟେଲର ଲୋକମାନେ ମିଶର ଛାଡିଲାପରେ, ସଦାପ୍ରଭୁ ସୀନଯ ମରୁଭୂମିରେ ସମାଗମ ତମ୍ବୁ ମଧିଅରେ ମଶାଙ୍କେୁ କହିଲେ,
2"ତୁମ୍ଭମାନେେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ଗଣନା କର। ସମସ୍ତ ମଣ୍ତଳୀର ଅନୁସାରେ ଓ ପରିବାରବର୍ଗ ଅନୁସାରେ ପ୍ରେତ୍ୟକକ ପୁରୁଷ ଲୋକର ନାମ ତାଲିକା କର।
3ଯେଉଁ ମାନେ କୋଡିଏ ବର୍ଷ ଏବଂ ତହିଁରୁ ଅଧିକ ସହେି ସମସ୍ତଙ୍କୁ ଗଣନା କର। ଏହି ଲୋକମାନେ, ୟିଏ କି ସୈନ୍ଯମାନଙ୍କ ସହିତ ୟାଇ ପାରିବେ। ତୁମ୍ଭେ ଓ ହାରୋଣ ସମାନଙ୍କେର ବିଭାଗ ଅନୁସାରେ ସମାନଙ୍କେୁ ତାଲିକାଭୁକ୍ତ କର।
4ପ୍ରେତ୍ୟକକ ପରିବାରବର୍ଗରୁ ଜଣେ ଅର୍ଥାତ୍ ପରିବାରବର୍ଗର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହାୟକ ହବେ।
5ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହବେ, ସମାନଙ୍କେର ନାମ ଏହି;
6ଶିମିଯୋନ ପରିବାରବର୍ଗର, ସୂରୀଶବ୍ଦଯର ପୁତ୍ର ଶଲୁମୀଯଲେ।
7ଯିହୁଦା ପରିବାରବର୍ଗର, ଅମ୍ମୀନାଦବର ପୁତ୍ର ନ ହଶାେନ।
8ଇଷାଖର ପରିବାରବର୍ଗର, ସୂଯାରର ପୁତ୍ର ନଥନଲେ।
9ସବୁଲୂନ ପରିବାରବର୍ଗର, ହେଲାନର ପୁତ୍ର ଇଲୀଯାବ।
10ଇଫ୍ରଯିମ ଗୋ୍ଟିର, ଅମ୍ମୀହୂଦର ପୁତ୍ର ଇଲୀଶାମା।
11ବିଦ୍ଯାମୀନ ପରିବାରବର୍ଗର, ଗିବିୟୋନର ପୁତ୍ର ଅବୀଦାନଣ।
12ଦାନ ପରିବାରବର୍ଗର ଅମ୍ମୀଶବ୍ଦଯର ପୁତ୍ର ଅହୀଯଷେର।
13ଆଶର ପରିବାରବର୍ଗର, ଆକ୍ରଣର ପୁତ୍ର ପଗୀଯଲେ।
14ଗାଦ ପରିବାରବର୍ଗର, ଦ୍ଯୁଯଲରେ ପୁତ୍ର ଇଲୀଯାସଫ।
15ନପ୍ତାଲୀ ପରିବାରବର୍ଗର, ଐନରର ପୁତ୍ର ଅହୀର।"
16ଏମାନେ ହେଉଛନ୍ତି ସହେି ଲୋକ ସମାଜ ମଧ୍ଯରୁ ବଛା ୟାଇଛନ୍ତି। ସମାନେେ ସମାନଙ୍କେର ପିତାଙ୍କର ପରିବାରବର୍ଗର ନେତା ଆଉ ଇଶ୍ରାଯଲର ବିଭାଗର ନେତା ଥିଲେ।
17ଆଉ ଯେଉଁ ମାନେ ବଛା ୟାଇଥିଲେ, ମାଶାେ ଓ ହାରୋଣ ଏହି ଲୋକମାନଙ୍କୁ ଦେଲେ।
18ମାଶାେ ଓ ହାରୋଣ ଦ୍ବିତୀୟ ମାସର ପ୍ରଥମ ଦିନ ରେ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ଏକତ୍ରୀତ କଲେ ଏବଂ ସମାନଙ୍କେର ପିତୃବଂଶ ଓ ପିତୃପରିବାର ଅନୁସାରେ କୋଡିଏ ବର୍ଷ କିମ୍ବା ତଦୁର୍ଦ୍ଧ ବଯସ୍କ ଲୋକମାନଙ୍କର ନାମ ଲେଖିଲେ।
19ଏହିରୂପେ, ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ସୀନଯର ମରୂଭୂମିରେ ସମାନଙ୍କେୁ ଗଣନା କଲେ।
20ରୂବନ୍େ ବଂଶଧର ଇଶ୍ରାୟେଲଙ୍କର ପ୍ରଥମ ଜାତ ସମାନଙ୍କେର କୋଡିଏ ବର୍ଷ କିମ୍ବା ତଦୁର୍ଦ୍ଧ ବଯସ୍କ ଲୋକମାନଙ୍କର ନାମ ଓ ସଂଖ୍ଯାଅନୁସାରେ ସୈନ୍ଯବାହୀନି ରେ ୟୋଗ ଦବୋ ପାଇଁ ଯୋଗ୍ଯ ତାଲିକା ଭୁକ୍ତକରାଗଲା।
21ରୁବନେ ଗୋ୍ଟିର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 46,500
22ଶିମିୟୋନ ବଂଶର ସମାମେନଙ୍କର ପିତୃଗୃହ, ନାମ ଏବଂ ସଂଖ୍ଯା କୋଡିଏ ବର୍ଷ ଓ ତହିଁରୁ ଅଧିକ ପୁରୁଷ ସୈନ୍ଯ ବିଭାଗ ରେ ଦାଖଲ ହବୋକୁ ଯୋଗ୍ଯ।
23ଶିମିୟୋନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 59,300
24ଗାଦର ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁ ମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋ ପାଇଁ ୟୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।
25ଗାଦ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 45,650
26ଯିହୁଦା ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁ ମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତକରାଗଲା।
27ଯିହୁଦା ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 74,600
28ଇଷାଖର ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ
29ଇଷାଖର ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 54,400
30ସବୂଲୂନ ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁ ମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋ ପାଇଁ ୟୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।
31ସବୂଲୂନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 57,400
32ଇଫ୍ରଯିମଙ୍କର ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।
33ଇଫ୍ରିଯିମ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 40,500
34ମନଃଶି ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋ ପାଇଁ ୟୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।
35ମନଃଶି ଗୋଷ୍ଠୀର ପୁରୁଷ ଲୋକନଙ୍କର ମାଟେ ସଂଖ୍ଯା 32,200
36ବିନ୍ଯାମୀନ ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁ ମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋ ପାଇଁ ୟୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।
37ବିଦ୍ଯାମୀନ ଗୋ୍ଟୀର ପୁରୁଷ ଲୋକମାନଙ୍କର ମାଟେ ସଂଖ୍ଯା 35,400
38ଦାନ ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।
39ଦାନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 62,700
40ଆଶରେ ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।
41ଆଶରେ ଗୋଷ୍ଠୀର ପୁରୁଷ ଲୋକ ମାନଙ୍କ ମାଟେ ସଂଖ୍ଯା 41,500
42ନପ୍ତାଲି ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।
43ନପ୍ତାଲି ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 53,400
44ମାଶାେ, ହାରୋଣ ଓ ଇଶ୍ରାୟେଲର ବାର ଜଣ ଅଧିପତି ଏହି ଲୋକମାନଙ୍କୁ ଗଣନା କଲେ। ପ୍ରେତ୍ୟକକ ପିତୃଗୃହ ନିମନ୍ତେ ଜଣେ ଜଣେ ଅଧିପତି ସମାନଙ୍କେୁ ଗଣନା କଲେ।
45ଏହିରୂପେ ଇଶ୍ରାୟେଲର ସମସ୍ତ ଲୋକ କୋଡିଏ ବର୍ଷ ଏବଂ ତହିଁରୁ ଅଧିକ ସନ୍ତାନଗଣ ପିତୃଗୃହ ଅନୁସାରେ ଇଶ୍ରାୟେଲ ମଧ୍ଯରୁ ୟୁଦ୍ଧକୁ ୟିବା ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।
46ଗଣନା ଅନୁସାରେ ସମସ୍ତ ମନୁଷ୍ଯଙ୍କ ସଂଖ୍ଯା 6,03,550 ହୋଲା।
47ମାତ୍ର ଲବେୀୟ-ମାନେ ସମାନଙ୍କେର ପରିବାରବର୍ଗ ଅନ୍ୟମାନଙ୍କ ସହିତ ଗଣାୟାଇ ନ ଥିଲେ।
48କାରଣ ସଦାପ୍ରଭୁ ମାଶାଙ୍କେୁ କହିଥିଲେ।
49" ଲବେୀୟମାନଙ୍କୁ ଇଶ୍ରାୟେଲର ଲୋକମାନଙ୍କ ସନ୍ତାନଗଣଙ୍କ ସହିତ ଗଣନା ବେଳେ ମିଶାଇବ ନାହିଁ।
50ମାତ୍ର ତୁମ୍ଭେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ଯ ଏବଂ ଯେଉଁ ସମସ୍ତ ଜିନିଷ ତାହା ସହିତ ତା' ଉପରେ ଲବେୀୟମାନଙ୍କୁ ନିୟୁକ୍ତି କରିବ; ସମାନେେ ପବିତ୍ର ତମ୍ବୁ ଓ ତହିଁର ସମସ୍ତ ଦ୍ରବ୍ଯ ବୋହିବେ ଓ ସମାନେେ ତହିଁର ସବୋ କରିବେ ଓ ତମ୍ବୁର ଚାରିଆଡେ ଛାଉଣୀ କରି ରହିବେ।
51ଯେତବେେଳେ ପବିତ୍ର ତମ୍ବୁ ସ୍ଥାନାନ୍ତରିତ କରାୟିବ, ଲବେୀୟମାନେ ତାହାକୁ ତଳକୁ ଆଣିବା ଉଚିତ୍ ଏବଂ ପୁଣିଥରେ ସ୍ଥାପନ କରିବା ଉଚିତ୍। ଲବେୀୟ ବ୍ଯତୀତ, ଅନ୍ୟ ଯେକହେି ସଠାେକୁ ୟାଏ, ତାକୁ ହତ୍ଯା କରାୟିବ।
52ଇଶ୍ରାୟେଲୀୟ ଲୋକମାନେ ସମାନଙ୍କେର ଶିବିର ଅଲଗା ଅଲଗା ଦଳ ରେ ବିଭକ୍ତ କଲେ। ପ୍ରେତ୍ୟକକର ନିଜ ଧ୍ବଜା ରହିବା ଉଚିତ୍।
53କିନ୍ତୁ ଲବେୀୟମାନେ ନିଯମର ପବିତ୍ର ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେଓ ସମାନେେ ନିଯମର ପବିତ୍ର ତମ୍ବୁକୁ ରକ୍ଷା କରିବେ। ଏହିପରି ପରମେଶ୍ବରଙ୍କର କୋରଧ, ଇଶ୍ରାୟେଲର ଲୋକମାନଙ୍କ ଉପରେ ବ୍ଯାପିବ ନାହିଁ।"
54ସଦାପ୍ରଭୁ ମାଶାଙ୍କେୁ ଯେଉଁସବୁ ଆଜ୍ଞା ଦଇେଥିଲେ, ଇଶ୍ରାୟେଲୀୟ ମାନେ ସହେିରୂପେ ମାନି କାର୍ୟ୍ଯ କଲେ।