Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
17 verses
1ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।
2ସହେିଦିନ ଇଶ୍ରାୟେଲ ଅଧିପତିଗଣ ସଦାପ୍ରଭୁଙ୍କୁ ସମାନଙ୍କେ ପରିବାରବର୍ଗର ପ୍ରଧାନଗଣ ନବୈେଦ୍ଯ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାଯିତ୍ବ ରେ ଥିଲେ।
3ସମାନେେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ ଓ ବାରଟି ଗାଈ ଆଣିଲେ। ପ୍ରେତ୍ୟକକ ନତେୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନତେୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ ଆଣିଲେ।
4ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ,
5" ସମାନେେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ ତମ୍ବୁର ସବୋ ନିମନ୍ତେ ଅଛନ୍ତି। ଏହା ଲବେୀୟମାନଙ୍କୁ ଦିଅ ସମାନଙ୍କେର କାର୍ୟ୍ଯ ଅନୁସାରେ।"
6ତେଣୁ ମାଶାେ ସହେି ଶଗଡ ଗୋରୁ ନଇେ ଲବେୀୟମାନଙ୍କୁ ଦେଲେ।
7ଗେର୍ଶୋନୀଯ ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଦୁଇ ଶଗଡ ଓ ଚାରି ଗୋରୁ ଦେଲେ।
8ହାରୋଣ ଯାଜକର ପୁତ୍ର ସମାନଙ୍କେର କାର୍ୟ୍ଯ ଅନୁସାରେ, ମରାରି ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଚାରି ଶଗଡ ଓ ଆଠଟି ଗାଈ ଦେଲେ।
9ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା।
10ଅଧିପତି ଗଣ ମଧ୍ଯ ଦାନ କଲେ, ଯେତବେେଳେ ମାଶାେ ୟଜ୍ଞବଦେୀ ଉତ୍ସର୍ଗ କଲେ ଅର୍ଥାତ୍ ସହେି ଅଧିପତିଗଣ ବଦେି ସମ୍ମୁଖ ରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।
11ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ, "ପ୍ରେତ୍ୟକକ ଅଧିପତି ଆପଣା ଆପଣା ଦିନ ରେ ବଦେିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।"
84ତହୁଁ ଏହିସବୁ ଦ୍ରବ୍ଯ ବଦେିର ଅଭିଷକେ ଦିନ, ଇଶ୍ରାୟେଲ ଅଧିପତିଗଣ ଦ୍ବାରା ଦତ୍ତ ହାଇେଥିଲା। ଯଥା:
85ପ୍ରେତ୍ୟକକ ରୂପା ପାତ୍ର 130 ଶକେଲ ପ୍ରେତ୍ୟକକ ରୂପାଗିନା ସତୁରି ଶକେଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।
86ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା।
87ହାମବେଳି ନିମନ୍ତେ ସମୁଦାଯ ବା ରୋଟି ଗୋରୁ, ବା ରୋଟି ମଷେ ଓ ଏକବର୍ଷୀଯ ବାରୋଟି ମଷେବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ଯ ନବୈେଦ୍ଯ ମଧ୍ଯ ୟିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟି ଛାଗ ଥିଲା।
88ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାଯ ଚବିଶ ଗୋରୁ, ଷାଠିଏ ମଷେ, ଷାଠିଏ ଛାଗ ଓ ଏକବର୍ଷୀଯ ଷାଠିଏ ମଷେବତ୍ସ ଅଧିପତିମାନେ ଉପହାର ଦେଲେ, ମାଶାେ ୟଜ୍ଞବଦେୀକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା।
89ଏହାପରେ ମାଶାେ ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ ତମ୍ବୁ ରେ ପ୍ରବେଶ କଲା ବେଳେ, ନିଯମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ର ଉପରୁ, କିରୁବଦ୍ବଯ ମଧ୍ଯରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ବର ମାଶାଙ୍କେ ସହିତ କଥା ହେଲେ।