Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
35 verses
1ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହକୁ ଜ୍ଞାନ ବଳ ରେ ଗଢ଼େ। ମାତ୍ର ଅଜ୍ଞାନୀ ସ୍ତ୍ରୀ ତା'ର ଅଜ୍ଞାନତା ରେ ସ୍ବହସ୍ତ ରେ ତା'ର ଗୃହକୁ ଧ୍ବଂସ କରେ।
2ଯେଉଁ ଜନ ଆପଣା ସରଳତା ରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ। ମାତ୍ର ଅସାଧୁ ଲୋକ ସଦାପ୍ରଭୁଙ୍କୁ ଘୃଣା କରେ।
3ଅଜ୍ଞାନର କଥା ସର୍ବଦା ସମସ୍ଯା ଆଣେ। କିନ୍ତୁ ଜ୍ଞାନବାନର କଥା ତାହାକୁ ସୁରକ୍ଷା ଦିଏ।
4ଯଦି ଗୋରୁଗୁଡ଼ିକ ସଠାେ ରେ ନାହାନ୍ତି, କାର୍ୟ୍ଯ ପାଇଁ ଶସ୍ଯ ଘର ଶୂନ୍ଯ ଅଟେ। ମାତ୍ର ଷଣ୍ଢମାନଙ୍କର ଶକ୍ତି ବଡ଼ ଅମଳ ଆଣିଥାଏ।
5ବିଶ୍ବସ୍ତ ସାକ୍ଷୀ ମିଥ୍ଯା କ ହେ ନାହିଁ। ମାତ୍ର ମିଥ୍ଯାବାଦୀ ସାକ୍ଷୀ ମିଥ୍ଯାଚରଣ କରେ।
6ନିନ୍ଦୁକମାନେ ଜ୍ଞାନ ଲୋଡ଼ିଲେ ପାଆନ୍ତି ନାହିଁ। ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ଯା ସହଜ ଅଟେ।
7ମୂର୍ଖ ଲୋକର ବନ୍ଧୁ ହୁଅ ନାହିଁ। ତା'ଠାରୁ ଶିକ୍ଷା ପାଇବାକୁ କିଛି ନ ଥାଏ।
8ଚତୁର ଲୋକମାନେ ଜ୍ଞାନୀ, କାରଣ ସମାନେେ ଯେପରି ଭାବରେ ରହନ୍ତି, ସପରେି ଚିନ୍ତା କରନ୍ତି। କିନ୍ତୁ ମୂର୍ଖମାନଙ୍କର ନିର୍ବୋଧତା ଏହି ଯେ, ଅନ୍ୟମାନଙ୍କୁ ଠକି କିପରି ବଞ୍ଚିବେ ସହେି କଥା ଭାବନ୍ତି।
9ଅଜ୍ଞାନୀମାନେ ଦୋଷକୁ କୌତୁକ ବୋଲି ଗ୍ରହଣ କରନ୍ତି। ମାତ୍ର ସରଳ ଲୋକମାନଙ୍କ ନିକଟରେ ଅନୁଗ୍ରହ ଥାଏ।
10ଯଦି ଜଣେ ଲୋକ ଦୁଃଖ କରେ, ତା'ର ଅନ୍ତରର ବଦନୋ ଅନ୍ୟ କହେି ଜାଣନ୍ତି ନାହିଁ। ସହେିପରି ଜଣେ ଲୋକ ଆନନ୍ଦ ପାଇଲେ ତା'ର ଆନନ୍ଦ ଅନ୍ୟ କହେି ଅନୁଭବ କରିପା ରେ ନାହିଁ।
11ଦୁଷ୍ଟମାନଙ୍କର ଗୃହ ନିପାଦ ହବେ। ମାତ୍ର ସରଳ ଲୋକମାନଙ୍କର ଗୃହ ଉନ୍ନତ ହବେ।
12ମନୁଷ୍ଯର ଦୃଷ୍ଟି ରେ ଯେ କୌଣସି ପଥ ସରଳ ଦଖାୟୋଏ ତାହା ଶଷେ ରେ ମୃତ୍ଯୁର ପଥ ହାଇେଥାଏ।
13ଏପରିକି ହସୁଥିବା ବେଳେ ହୃଦଯ ବ୍ଯଥା କରିପା ରେ ଏବଂ ଖୁସିର ସମାପ୍ତି ଦୁଃଖର ହାଇପୋ ରେ।
14ଦୁଷ୍ଟ ଲୋକମାନେ ତାଙ୍କର କର୍ମଫଳ ଅନୁସାରେ ଦଣ୍ଡ ଭୋଗ କରିବେ। ମାତ୍ର ଧାର୍ମିକ ଲୋକେ ତାଙ୍କର ଉତ୍ତମ କାର୍ୟ୍ଯ ପାଇଁ ପୁରସ୍କୃତ ହବେେ।
15ନିର୍ ବୋଧ ଯାହାସବୁ ଶୁଣେ, ବିଶ୍ବାସ କରେ। ମାତ୍ର ଜ୍ଞାନୀମାନେ ପ୍ରେତ୍ୟକକ କଥାକୁ ଅନୁଶୀଳନ କରନ୍ତି।
16ଜ୍ଞାନୀ ଲୋକମାନେ ସଦାପ୍ରଭୁଙ୍କୁ ସମ୍ମାନ କରନ୍ତି ଏବଂ କୁକର୍ମକୁ ଘୃଣା କରନ୍ତି। ମାତ୍ର ଅଧାର୍ମିକମାନେ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।
17ଜଣେ ୟିଏ ହଠାତ୍ କୋରଧିତ ହୁଏ, ମୂର୍ଖାମୀର କାର୍ୟ୍ଯ କରେ, କିନ୍ତୁ ଜଣେ ବ୍ଯକ୍ତି ୟିଏ ମନ୍ଦ ଯୋଜନା କରେ ସେ ଘୃଣିତ ହୁଏ।
18ଅନଭିଜ୍ଞ ଲୋକମାନେ ନିର୍ବୋଧ ହାଇେ ରହିବେ। କିନ୍ତୁ ଜ୍ଞାନୀ ଲୋକମାନେ ଜ୍ଞାନ ରେ ବିଭୂଷିତ ହବେେ।
19ମ���୍ଦ ଲୋକମାନେ ଉତ୍ତମ ଲୋକମାନଙ୍କ ଆଗ ରେ ପରାସ୍ତ ହାଇେ ମଥାନତ କରିବେ ଏବଂ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କ ଆଗ ରେ ମଥାନତ କରିବେ।
20ଦରିଦ୍ର ଆପଣା ପ୍ରତିବେଶୀ ରେ ହିଁ ଘୃଣିତ ହୁଅନ୍ତି। ମାତ୍ର ଧନବାନର ଅନକେ ବନ୍ଧୁ ଥା'ନ୍ତି।
21ଯେଉଁଲୋକ ପ୍ରତିବେଶୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ଯ।
22ଯେଉଁମାନେ ଅନ୍ୟର ଅନିଷ୍ଟ ଚିନ୍ତା କରନ୍ତି, ସମାନେେ ପଥଭ୍ରଷ୍ଟ ହୁଅନ୍ତି। କିନ୍ତୁ ଯେଉଁମାନେ ଅନ୍ୟର ଭଲ ଚିନ୍ତା କରନ୍ତି ସଠାେ ରେ ସତ୍ଯ ଓ ଦୟା ଥାଏ।
23ପ୍ରେତ୍ୟକକ କଠିନ ପରିଶ୍ରମର ପୁରସ୍କାର ଅଛି, କିନ୍ତୁ ଯଦି ଜଣେ ବ୍ଯକ୍ତି କବଳେ କଥା କହିବା ଚାଲୁରେଖ, ଏହା ତାକୁ ଦରିଦ୍ରତା ଆଡ଼କୁ ଆଗଇେ ନିଏ।
24ଜ୍ଞାନୀମାନଙ୍କ ମୁକୁଟ ସମାନଙ୍କେର ଧନ, ପୁଣି ମୂର୍ଖମାନଙ୍କର ଅଜ୍ଞାନତା କବଳେ ଅଜ୍ଞାନତା।
25ସତ୍ଯ ସାକ୍ଷୀ ତା'ର ପ୍ରାଣ ରକ୍ଷା କରେ। ମାତ୍ର ମିଥ୍ଯା ପ୍ରବଞ୍ଚନା ଜନକ।
26ସଦାପ୍ରଭୁ ବିଷଯକ ଭୟ ଦୃଢ଼ ଶରଣ ଭୂମି। ଆଉ ତାଙ୍କର ସନ୍ତାନମାନେ ସଠାେ ରେ ଆଶ୍ରଯସ୍ଥାନ ପାଇବେ।
27ସଦାପ୍ରଭୁଙ୍କର ସମ୍ମାନ ଜୀବନର ଝର ସ୍ବରୂପ। ଏହା ମୃତ୍ଯୁର ଫାନ୍ଦରୁ ଲୋକଙ୍କୁ ରକ୍ଷା କରେ।
28ଅଧିକ ଜନସଂଖ୍ଯା ରାଜାଙ୍କର ଗୌରବ ଅଟେ। ପ୍ରଜାମାନଙ୍କର ଅଭାବ ରାଜାଙ୍କର ବିନାଶ ଆଣେ।
29ଯେ କୋରଧ ରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ୟିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।
30ଶାନ୍ତ ଅନ୍ତଃକରଣ ଦହରେ ଜୀବନ ସ୍ବରୂପ, ପୁଣି ଇର୍ଷା ହାଡ଼ର କ୍ଷଯ ସ୍ବରୂପ।
31ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତା'ର ସୃଷ୍ଟିକର୍ତ୍ତାଙ୍କୁ ଅପମାନିତ କରେ। କିନ୍ତୁ ୟିଏ ଦରିଦ୍ରକୁ ଦୟାକରେ, ସେ ତା'ର ନିର୍ମାଣ କର୍ତ୍ତା ସମ୍ମାନ ବ୍ଯକ୍ତି ହୁଏ।
32ଦୁଷ୍ଟଲୋକ ଆପଣା ମନ୍ଦ କର୍ମ ରେ ତଡ଼ି ଦିଆୟାଏ। ମାତ୍ର ମରଣକାଳ ରେ ଧାର୍ମିକର ଆଶ୍ରଯ ଥାଏ।
33ଜ୍ଞାନ ବୁଦ୍ଧମାନର ହୃଦଯ ରେ ଥାଏ। ମାତ୍ର ମୂର୍ଖମାନଙ୍କ ମଧିଅରେ ଏହା ନ ଥାଏ।
34ଧାର୍ମିକତା ରାଜ୍ଯକୁ ଉନ୍ନତି ଆଣିଥାଏ, ମାତ୍ର ପାପ ଯେକୌଣସି ଦେଶର ଅପମାନ ଅଟେ।
35ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହର ପାତ୍ର। ପୁଣି ଯେ ଲଜ୍ଜ୍ଯା ଜନ୍ମାଏ ତାହା ପ୍ରତି ସେ କୋରଧ କରନ୍ତି।