Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
30 verses
1ଦ୍ରାକ୍ଷାରସ ଓ ମଦ୍ଯ ଲୋକମାନଙ୍କୁ ନିଯନ୍ତ୍ରଣ କରି ବାହାରକୁ ନଇୟୋଏ। ଯେ କହେି ସେଥି ରେ ଭ୍ରାନ୍ତ ହୁଏ, ସେ ଜ୍ଞାନୀ ହାଇପୋରିବ ନାହିଁ।
2ରାଜାଙ୍କର ରାଗ ସିଂହର ଗର୍ଜ୍ଜନ ପରି, ଯେ ତାଙ୍କର କୋରଧ ଜନ୍ମାଏ, ସେ ନିଜେ ତା'ର ଜୀବନ ପ୍ରତି ବିପଦ ଆଣେ।
3ଯେ କୌଣସି ନିର୍ବୋଧ ସର୍ବଦା ୟୁକ୍ତି କରେ। ତେଣୁ ତୁମ୍ଭେ ସର୍ବଦା ସହେି ଲୋକକୁ ସମ୍ମାନ କର ଯେ ୟୁକ୍ତି କରିବାକୁ ବାରଣ କରେ।
4ଜଣେ ଅଳସୁଆ ତା'ର ଅଳସୁଆପଣ ଯୋଗୁଁ ଶସ୍ଯ ବୁଣେ ନାହିଁ। କିନ୍ତୁ ଫସଲ କଟା ସମୟରେ ସେ ଫସଲ ଖାଜେିଲେ ପାଏ ନାହିଁ।
5ମନୁଷ୍ଯ ମନର ଭାବନା ଗଭୀର କୂଅର ଜଳ ପରି। ମାତ୍ର ବୁଦ୍ଧିମାନ ଲୋକ ସହେି ଗଭୀର ଜଳକୁ କାଢ଼ି ପାରିବ।
6ବହୁତ ଲୋକମାନଙ୍କ ମଧିଅରେ ଜଣେ ପ୍ରଭୁଭକ୍ତ ଖାଜେ, କିନ୍ତୁ କିଏ ଖାଜେି ପାରିବ ଜଣେ ଲୋକ ୟିଏକି ପ୍ରକୃତ ରେ ବିଶ୍ବାସନୀଯ।
7ଯେଉଁ ଧାର୍ମିକ ଲୋକ ସରଳତା ରେ ବାସ କରେ, ତା' ଉତ୍ତା ରେ ତା'ର ପୁତ୍ରଗଣ, ସନ୍ତାନଗଣ ଧନ୍ଯ ହୁଅନ୍ତି।
8ଯେଉଁ ରାଜା ବିଚାର ସ୍ଥାନ ରେ ବ ସେ, ସେ ନିଜର ସ୍ବଚକ୍ଷୁ ରେ ଅସତ୍ଯ ବିଷଯସବୁକୁ ପୁଙ୍ଖାନୁପୁଙ୍ଖ ରୂପେ ପରୀକ୍ଷା କରନ୍ତି।
9ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କହେି କହିପାରିବେ ନାହିଁ।
10ନାନା ପ୍ରକାର ମାପ ଓଜନ ରେ ଯେଉଁମାନେ ଠକନ୍ତି, ସମାନେେ ସଦାପ୍ରଭୁଙ୍କଠା ରେ ଘୃଣିତ।
11ଏପରିକି ଜଣେ େଛାଟ ପିଲା କରୁଥିବା କର୍ମରୁ ଜଣାୟାଏ, ଯଦିବା ସେ ଯାହା କରେ ତାହା ନିର୍ମଳ ଏବଂ ସରଳ।
12କାନ ରେ ଶୁଣିବା ଆଖି ରେ ଦେଖିବା ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଛନ୍ତି।
13ନିଦ୍ରାକୁ ଭଲ ପାଅ ନାହିଁ। ନ ହେଲେ ତୁମ୍ଭେ ଦରିଦ୍ର ହବେ। ତୁମ୍ଭେ କର୍ମଦକ୍ଷ ହୁଅ, ତହିଁରେ ତୁମ୍ଭେ ଖାଦ୍ୟ ରେ ପରିତୃପ୍ତ ହବେ।
14କିଣିବା ଲୋକ କ ହେ, "ଭଲ ନୁହେଁ, ଭଲ ନୁହେଁ, ଏହାର ମୂଲ୍ଯ ବହୁତ ଅଧିକ।" ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।
15ସୁନା ଓ ଅଳଙ୍କାର ଲୋକଙ୍କୁ ଧନୀ କରେ। କିନ୍ତୁ ଯେଉଁଲୋକ ଜ୍ଞାନୀ, ସେ ଏହି ଅଳଙ୍କାରଠାରୁ ମୂଲ୍ଯବାନ୍ ଅଟେ।
16ଅପରିଚିତ ଲୋକ ପାଇଁ ଯେ ଲଗାହୁଏ, ତାହାର ବସ୍ତ୍ର ନିଅ। ପୁଣି ଯେ କହେି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ ହୁଏ ତାହାକୁ ବନ୍ଧକ ରଖ।
17ମିଥ୍ଯା ଅର୍ଜିତ ଆହାର ମନୁଷ୍ଯକୁ ମିଠା ଲାଗେ। ମାତ୍ର ପଛ ରେ ତା'ର ପାଟି ଗୋଡ଼ି ରେ ପୂର୍ଣ୍ଣ ହବେ।
18ମନ୍ତ୍ରଣା ଦ୍ବାରା ପ୍ରେତ୍ୟକକ ସଂକଳ୍ପ ସ୍ଥିର ହବେ। ମାତ୍ର ଯଦି ତୁମ୍ଭେ ୟୁଦ୍ଧ କରିବାକୁ ୟାଅ ଭଲ ପରାମର୍ଶ ଗ୍ରହଣ କର।
19ଯେ ଖଚୁଆ ହାଇେ ବୁଲେ, ସେ ଗୁପ୍ତକଥା ପ୍ରକାଶ କରେ। ଏଥିପାଇଁ ତା' ସଙ୍ଗ�� କୌଣସି ପ୍ରକାର ସମ୍ବନ୍ଧ ରଖ ନାହିଁ। ଯେ ଗପିବାକୁ ଭଲ ପାଏ।
20ଯେ ଆପଣା ପିତା କି ଆପଣା ମାତାଙ୍କୁ ଅଭିଶାପ ଦିଏ, ଘାରେ ଅନ୍ଧକାର ରେ ତା'ର ପ୍ରଦୀପ ଲିଭିୟିବ।
21ଧନ ସମ୍ପତ୍ତି ହଠାତ୍ ମିଳିପା ରେ ଓ ସହଜ ରେ ଲାଭ ହୁଏ, ପୁଣି ଶଷେ ରେ ଆଶୀର୍ବାଦୟୁକ୍ତ ହବେ ନାହିଁ।
22ମୁଁ ତାଙ୍କୁ ଫରୋଇ ଦବେି ଏହିପରି ଚିନ୍ତା କର ନାହିଁ, ଯଦି କହେି କିଛି ତୁମ୍ଭ ବିରୁଦ୍ଧ ରେ କରେ, ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କର, ସେ ତୁମ୍ଭକୁ ଉଦ୍ଧାର କରିବେ।
23ଲୋକମାନଙ୍କୁ ଓଜନ ଓ ମାପ ରେ ଠକି ସଦାପ୍ରଭୁଙ୍କ ଘୃଣାର ବିଷଯ, ଅର୍ଥାତ ଦଣ୍ଡି ରେ ଠକିବା ନିତାନ୍ତ ଖରାପ।
24ସଦାପ୍ରଭୁଙ୍କଠାରୁ ମନୁଷ୍ଯର ପାଦଗତି ହୁଏ, ତେଣୁ ମନୁଷ୍ଯ ଆପଣା ବାଟ ଠିକ୍ ରୂପେ ବୁଝିପା ରେ ନାହିଁ।
25ବିନା ଚିନ୍ତା କରି ପ୍ରତିଜ୍ଞା କଲେ ଏହା ଭୟଜନକ ଅଟେ, ମୁଁ ଏହି ଉପହାର ପରମେଶ୍ବରଙ୍କୁ ଉତ୍ସର୍ଗ କରିବ। ଏବଂ ତା'ପ ରେ ସହେି ପ୍ରତିଜ୍ଞା ପୁନଃବିଚାର କରାୟାଏ।
26ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ଅଲଗା କରେ, ଶସ୍ଯରୁ ଅଗାଡ଼ି ଅଲଗା କଲାପରି ତା' ଉପ ରେ ସେ ଚକ୍ର ବୁଲାଏ।
27ମନୁଷ୍ଯର ଆତ୍ମା ସଦାପ୍ରଭୁଙ୍କ ପାଇଁ ପ୍ରଦୀପପରି ଏହା ଆତ୍ମାର ସମସ୍ତ ଅନ୍ତରାଳ ବିଷଯ ପରିପ୍ରକାଶ କରେ।
28ଦୟା ଓ ସତ୍ଯତା ରାଜାଙ୍କୁ ରକ୍ଷା କରେ। ପୁଣି ଦୟାଦ୍ବାରା ତାହାର ସିଂହାସନ ସ୍ଥିର ହୁଏ।
29ୟୁବକମାନଙ୍କ ବଳ ସମାନଙ୍କେର ଭୂଷଣ। ବୃଦ୍ଧମାନଙ୍କର ପକ୍ବ କେଶ ସମାନଙ୍କେର ଶାେଭା।
30ଅସତ ମାର୍ଗ କ୍ଷତିଜନକ ପ୍ରହାର ରେ ପରିଷ୍କାର କରେ, ଆଘାତ ନିଜ ଅନ୍ତରାଳଯକୁ ପ୍ରଭାବିତ କରେ।