Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
36 verses
1ଶୁଣ ! ଜ୍ଞାନ ତାଙ୍କଠାରୁ ଶୁଣିବାକୁ ଡ଼ାକୁଛନ୍ତି।
2ମାେ ପଥ ପାଶର୍ବସ୍ଥ ଉଚ୍ଚସ୍ଥାନ ରେ ଠିଆ ହୁଏ। ସେ ପ୍ରେତ୍ୟକକ ସଂୟୋଗ ରାସ୍ତା ରେ ଠିଆ ହୁଏ।
3ସେ ନଗରଦ୍ବାର ନିକଟରେ ଠିଆ ହୁଏ ଏବଂ ଡାକେ।
4ଜ୍ଞାନୀ କ ହେ, " ହେ ମନୁଷ୍ଯଗଣ ମୁଁ ତୁମ୍ଭମାନଙ୍କୁ ଡ଼ାକୁଅଛି। ମୁଁ ପ୍ରେତ୍ୟକକ ଲୋକଙ୍କୁ ଡାକେ।
5ଯଦି ତୁମ୍ଭମାନଙ୍କର ଅଭିଜ୍ଞତା ନାହିଁ, ତୁମ୍ଭେ ଜ୍ଞାନୀ ହୁଅ। ହେ ନିର୍ବୋଧମାନେ, ତୁମ୍ଭମାନେେ ସୁବିବଚେନା କର।
6ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷଯ କହିବି। ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି। ଯାହା ମାେ ପାଟିରୁ ବାହାରିବ।
7ମାରେବାକ୍ଯସବୁ ସତ୍ଯ ଅଟେ। ମୁଁ ଦୁଷ୍ଟତା ଛଳନାକୁ ଘୃଣା କରେ।
8ମୁଁ ଯାହା କ ହେ, ତାହା ସତ୍ଯ ଓ ଯଥାର୍ଥ। ମାରେ ବାକ୍ଯ ରେ ମିଥ୍ଯା କିମ୍ବା କୁଟିଳତା ନ ଥାଏ।
9ଯେ ତାହା ସବୁ ବୁଝେ ସେସବୁ ତାପାଇଁ ସ୍ପଷ୍ଟ। ଯେଉଁ ବ୍ଯକ୍ତିର ଜ୍ଞାନ ଅଛି, ସେ ସବୁ ବୁଝେ।
10ମାରେ ଶିକ୍ଷା ଗ୍ରହଣ କର, ଏହା ରୂପାଠାରୁ ମୂଲ୍ଯବାନ୍। ଏହା ମଧ୍ଯ ଗିନି ସୁନାଠାରୁ ମୂଲ୍ଯବାନ୍।
11ଜ୍ଞାନ ମୁକ୍ତାଠାରୁ ମୂଲ୍ଯବାନ, ତୁମ୍ଭେ ଯାହା ଆଶା କରୁଛ ତାହା ଏହାଠାରୁ ଅଧିକ ମୂଲ୍ଯବାନ।"
12ମୁଁ ହେଉଛି ଜ୍ଞାନ, ମୁଁ ସାବଧାନତାର ସହିତ ବାସ କରିଛି। ମୁଁ ଜ୍ଞାନ ଓ ଉତ୍ତମ ପରିଣାମ ସହିତ ପାଇଥାଏ।
13ଯଦି କହେି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତବେେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
14ମନ୍ତ୍ରଣା ଓ ତତ୍ତ୍ବଜ୍ଞାନ ମାଠାେ ରେ ଥାଏ। ମୁଁ ହିଁ 'ସୁବିବଚେନା' ମାଠାେ ରେ ବଳ ଅଛି।
15ମାେ ମାଧ୍ଯମ ରେ ରାଜାମାନେ ରାଜତ୍ବ କରନ୍ତି। ଶାସନକର୍ତ୍ତାମାନେ ମାେ ଦ୍ବାରା ଯଥାର୍ଥ ବିଚାର କରନ୍ତି।
16ମାେ ଦ୍ବାରା ରାଜକୁମାରୀ ଏବଂ ଶ୍ ରେଷ୍ଠଗଣ ଶାସନ କରନ୍ତି, ଯେଉଁମାନେ ଲୋକଙ୍କୁ ନିଷ୍କପଟ ଭାବରେ ଶାସନ କରନ୍ତି।
17ଯେଉଁମାନେ ମାେତେ ପ୍ ରମେ ପରନ୍ତି, ମୁଁ ସମାନଙ୍କେୁ ପ୍ ରମେ କରେ। ଯେଉଁମାନେ ଚେଷ୍ଟା କରନ୍ତି, ମାରେ ଅନ୍ବଷେଣ କରନ୍ତି, ସମାନେେ ମାେତେ ପାଆନ୍ତି।
18ମାେ ସହିତ ଧନସମ୍ପଦ ଓ ସମ୍ମାନ ଅଛି। ମୁଁ ସତ୍ଯର ସମ୍ପତ୍ତି ଓ ଧାର୍ମିକତା ଦେଉଛି।
19ମାରେ ଫଳ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ ଅଟେ। ମାରେ ଆଯୁ ରୂପା ଅପେକ୍ଷା ଉତ୍ତମ ଅଟେ।
20ମୁଁ ଧାର୍ମିକତାର ମାର୍ଗ ରେ, ବିଚାରର ପଥ ମଧିଅରେ ଗମନ କରେ।
21ଯେଉଁମାନେ ମାେତେ ପ୍ ରମେ କରନ୍ତି, ସମାନଙ୍କେୁ ସବୁ ସମ୍ପତ୍ତିର ଅଧିକାରୀ କରେ। ସମାନଙ୍କେ ଭଣ୍ଡାର ପୂର୍ଣ୍ଣ କରେ।
22ସଦାପ୍ରଭୁ ନିଜ ଗତିର ଆରମ୍ଭ ରେ, ତାଙ୍କ କର୍ମ ସକଳର ପୂର୍ବ ରେ ମାେତେ ଅଧିକାର କରିଥିଲେ।
23ଅନାଦିକାଳରୁ ଅବା ଆଦ୍ଯ କାଳାବଧି, ଅବା ପୃଥିବୀର ମୂଳ ସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
24ଯେତବେେଳେ ଗଭୀର ସମୁଦ୍ର ନ ଥିଲା ଏବଂ ଯେତବେେଳେ ନିର୍ଝର ସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମ ହାଇେଥିଲି।
25ପର୍ବତଗଣ ଓ ଉପପର୍ବତ ଗଣ ସ୍ଥାପିତ ହବୋ ପୂର୍ବରୁ, ମୁଁ ଜନ୍ମ ହାଇେଥିଲି।
26ସେସମୟରେ ଭୂମି କି ପ୍ରାନ୍ତର, କି ଜଗତସ୍ଥ ଧୂଳିର ଅଗ୍ରିମାଂଶ ସେ ସୃଷ୍ଟି କରି ନ ଥିଲେ।
27ଯେଉଁ ସମୟରେ ସେ ସ୍ବର୍ଗ ସ୍ଥାପନ କଲେ, ସମୁଦ୍ରର ସୀମା ସ୍ଥିର କଲେ। ସେ ସମୟରେ ମୁଁ ସଠାେ ରେ ଥିଲି।
28ସେ ମେଘକୁ ଆକାଶ ରେ ଝୁଲାଇଲେ, ଯେତବେେଳେ ସେ ସମୁଦ୍ରର ଉତ୍ସକୁ ପୂର୍ଣ୍ଣ କଲେ।
29ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପା ରେ, ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ।
30ସହେି ସମୟରେ ମୁଁ ତାଙ୍କ ନିକଟରେ କର୍ମକର୍ତ୍ତା ଥିଲି। ମୁଁ ପ୍ରତିଦିନ ଆନନ୍ଦଦାଯୀ ହାଇେ ତାଙ୍କ ସମ୍ମୁଖ ରେ ସର୍ବଦା ଆନନ୍ଦ ପ୍ରଦାନ କରୁଥିଲି।
31ସେ ସୃଷ୍ଟି କରିଥିବା ପୃଥିବୀ ରେ ମୁଁ ଉପଭୋଗ କଲି। ମାରେ ଆନନ୍ଦ ଲୋକମାନଙ୍କ ସହିତ ଥିଲା।
32ଏଥିପାଇଁ ହେ ମାରେ ପୁତ୍ରମାନେ, ମାରେ କଥା ଶୁଣ। ଯଦି ତୁମ୍ଭମାନେେ ମାରେ ପଥ ଧରିବ, ତୁମ୍ଭେ ଧନ୍ଯ ହବେ।
33ମାରେ ଉପଦେଶ ଶୁଣ ଓ ଜ୍ଞାନବାନ ହୁଅ। ତାହାକୁ ଅଗ୍ରାହ୍ଯ କର ନାହିଁ।
34ଯେକହେି ମାରେ କଥା ଶୁଣେ, ସେ ଖୁସି ହବେ। ସେ ମାେ ଦ୍ବାର ନିକଟକୁ ସବୁଦିନ ଶୀଘ୍ର ଆ ସେ ଏବଂ ମାରେ ଦ୍ବାର ବାହା ରେ ଅପେକ୍ଷା କରେ।
35ଯେଉଁ ଲୋକ ମାେତେ ପାଏ, ସେ ଜୀବନ ପାଏ। ସେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହବେ।
36କିନ୍ତୁ ଯେ ମାରେ ବିରୁଦ୍ଧ ରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ। ଯେଉଁ ସବୁ ଲୋକ ମାେତେ ଘୃଣା କରନ୍ତି, ସମାନେେ ମୃତ୍ଯୁକୁ ଭୟ କରନ୍ତି।"