Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
10 verses
1ସଦାପ୍ରଭୁଙ୍କର ପ୍ରଶଂସା କର। ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସମାନେେ ସମ୍ମାନରେ ଭାଗ୍ଯବାନ୍ ହୁଅନ୍ତି, ୟିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ବସ୍ତ ହାଇେଥାଏ,
2ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶା���ୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ।
3ସହେି ଲୋକର ପରିବାର ଧନଶାଳୀ ହବେେ ଏବଂ ତା'ର ଧର୍ମ ଚିରକାଳସ୍ଥାଯୀ ହବେ।
4ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ବର ଅନ୍ଧକାରରେ ଆ ଲୋକ ସଦୃଶ୍ଯ। ସେ କୃପାମଯ, ସ୍ନହେଶୀଳ ଓ ଧାର୍ମିକ।
5ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
6ସହେି ଲୋକ କଦାପି ବିଚଳିତ ହବେ ନାହିଁ। ର୍ଧାମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
7ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସହେି ଲୋକ ସୁସ୍ଥିର ହବେ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ବାସ କରେ।
8ସହେି ଲୋକ ସୁସ୍ଥିର ଥାଏ। ସେ କବେେ ଭୟ କରେ ନାହିଁ। ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହବୋର ଦେଖିବ।
9ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ, ତା'ର ଧର୍ମ ଏକ। ଚିରକାଳସ୍ଥାଯୀ। ସେ ବିଜଯ ଏବଂ ସମ୍ମାନ ପାଇବ।
10ଦୁଷ୍ଟ ଲୋକ ଏହା ଦେଖି କୋର୍ଧ କରିବେ। ସମାନେେ ରାଗରେ ଦାନ୍ତ କଡ଼ମଡ଼ କରିବେ। କିନ୍ତୁ ଏହାପରେ ସମାନେେ ଅଦୃଶ୍ଯ ହବେେ। ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହବେ ନାହିଁ।