Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
5 verses
1ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖନ୍ତି ସମାନେେ ସିୟୋନ୍ ପର୍ବତ ତୁଲ୍ଯ। ସମାନେେ କବେେ ମଧ୍ଯ ଥରିବେ ନାହିଁ। ସମାନେେ ନିତ୍ଯସ୍ଥାଯୀ ହାଇେ ବଞ୍ଚି ରହିବେ।
2ୟମେନ୍ତ ୟିରୁଶାଲମର ଚତୁର୍ଦ୍ଦିଗରେ ପର୍ବତମା�� ଥାଏ, ସହେିପରି ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁଃର୍ଦ୍ଦିଗରେ ଥା'ନ୍ତି। ସେ ତାଙ୍କର ଲୋକମାନଙ୍କୁ ଚିରଦିନ ପାଇଁ ରକ୍ଷା କରିବେ।
3ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିଯନ୍ତ୍ରଣରେ ରଖିପାରିବେ ନାହିଁ। ୟଦି ଏପରି ଘଟିଲା, ତବେେ ଧାର୍ମିକ ଲୋକମାନେ ଅଧର୍ମ କାର୍ୟ୍ଯ କରିବାକୁ ଆରମ୍ଭ କରିଦବେେ।
4ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର। ପବିତ୍ର ହୃଦଯ ସହିତ ଲୋକମାନଙ୍କର ମଙ୍ଗଳ କର।
5ସଦାପ୍ରଭୁ, ସହେିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସହେିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇଶ୍ରାୟେଲ ଉପରେ ଶାନ୍ତି ବତ୍ତୁର୍।