Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
6 verses
1ଯେତବେେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ବପ୍ନ ତୁଲ୍ଯ ଥିଲା।
2ଆମ୍ଭମାନେେ ଖୁସିରେ ପୂର୍ଣ୍ଣ ହାଇେଥିଲୁ ଏବଂ ଖୁସିରେ ଗୀତ ଗାଇଲୁ। ଅନ୍ୟ ଜାତିର ଲୋକମାନେ କହିଲେ, "ସଦାପ୍ରଭୁ ସମାନଙ୍କେ ପାଇଁ ମ��ତ କର୍ମ କଲେ।"
3ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ, ତହିଁରେ ଆମ୍ଭମାନେେ ଖୁସି ଅଟୁ।
4ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର, ୟପରେି ମରୁଭୂମିରେ ଝରଣାରୁ ଜଳଷୋର୍ତ ବ ହେ।
5ଜଣେ ଲୋକ ବିହନ ବୁଣିବା ସମଯରେ ଦୁଃଖ ପାଇଥାଏ, କିନ୍ତୁ ସେ ଅମଳ ସମଯରେ ବହୁତ ଖୁସି ହୁଏ।
6ୟଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷତକେୁ ନଇୟୋଏ, ତଥାପି ସେ ଅମଳ ଘରକୁ ଆଣିବା ସମଯରେ ଖୁସି ହୁଏ।