Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
8 verses
1ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି। ତଣେୁ ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ଡ଼ାକୁଛି।
2ହେ ମାରେ ପ୍ରଭୁ, ମାରେ ଗୁହାରୀ ଶୁଣ। ସାହାୟ୍ଯ ପାଇଁ ମାରେ ଡ଼ାକ ଶୁଣ।
3ହେ ସଦାପ୍ରଭୁ, ତୁମ୍ଭେ ୟଦି ସମସ୍ତ ���ୋକଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡିତ କର, ତବେେ କହେି ବଞ୍ଚିବେ ନାହିଁ।
4ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର, ସେଥିପାଇଁ ସମାନେେ ତୁମ୍ଭଙ୍କୁ ଡ଼ରନ୍ତି ଏବଂ ଉପାସନା କରନ୍ତି।
5ମୁଁ ସଦାପ୍ରଭୁଙ୍କର ସାହାୟ୍ଯକୁ ଅପେକ୍ଷା କରିଛି। ମାରେ ପ୍ରାଣ ତାଙ୍କୁ ଚାହିଁ ରହିଛି। ମୁଁ ସଦାପ୍ରଭୁଙ୍କର ବାକ୍ଯରେ ଭରସା ରଖିଛି।
6ମୁଁ ମାରେ ପ୍ରଭୁଙ୍କ ପାଇଁ ଅପେକ୍ଷା କରେ, ୟପରେି ଜଣେ ପ୍ରହରୀ ସକାଳ ଆସିବା ପର୍ୟ୍ଯନ୍ତ ଅପେକ୍ଷା କରେ।
7ହେ ଇଶ୍ରାୟେଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ୟିଏକି ବିଶ୍ବାସୀ ଏବଂ ସତ୍ଯ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
8ଏବଂ ସେ ହେଉଛନ୍ତି ଜଣେ, ୟିଏ ଇଶ୍ରାୟେଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।