Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
6 verses
1ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର !ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ଯମଣ୍ଡଳରେ ତାଙ୍କର ପ୍ରଶଂସା କର।
2ପରମେଶ୍ବର କରିଥିବା ସମସ୍ତ ମହାନ୍ ��ାର୍ୟ୍ଯ ନିମନ୍ତେ ତାଙ୍କର ପ୍ରଶଂସା କର। ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
3ତୂରୀ ଧ୍ବନିରେ ପରମେଶ୍ବରଙ୍କର ପ୍ରଶଂସା କର। ନବେଲ ଓ ବୀଣା ୟନ୍ତ୍ରରେ ତାଙ୍କର ପ୍ରଶଂସା କର !
4ଦାରା ବାଦ୍ଯ ଓ ନୃତ୍ଯଦ୍ବାରା ପରମେଶ୍ବର ପ୍ରଶଂସା କର। ତାରୟୁକ୍ତ ୟନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
5ଉଚ୍ଚ କରତାଳିରେ ପରମେଶ୍ବରଙ୍କର ପ୍ରଶଂସା କର। ଉଚ୍ଚ କରତାଳି ଧ୍ବନିରେ ତାଙ୍କର ପ୍ରଶଂସା କର।
6ନିଶ୍ବାସ ପ୍ରଶ୍ବାସଧାରୀ ପ୍ରେତ୍ୟକକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର !ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !