Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
11 verses
1କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?
2ସମାନଙ୍କେ ରାଜା ଓ ନେତାମାନେ ଏକତ୍ରୀତ ହାଇେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ବାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ୟୁଦ୍ଧ କରନ��ତି।
3ସହେି ନେତାମାନେ କୁହନ୍ତି, "ଆସ ଆମ୍ଭେ ପରମେଶ୍ବର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା। "ଆସ ସମାନଙ୍କେଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହାଇଯେିବା।"
4କିନ୍ତୁ ମାରେ ପ୍ରଭୁ ୟିଏକି 'ସ୍ବର୍ଗର ରାଜା' ସମାନଙ୍କେ ଏପରି କଥାକୁ ପରିହାସ କରିବେ।
5କିନ୍ତୁ ପରମେଶ୍ବର ସମାନଙ୍କେ ଉପରେ କ୍ରୋଧିତ ହୁଅନ୍ତି ଏବଂ କୁହନ୍ତି, "ମୁଁ ଏହି ବ୍ଯକ୍ତିକୁ ରାଜା ହବୋକୁ ପସନ୍ଦ କରିଛି ଏବଂ ସେ ସିୟୋନ ପର୍ବତରେ ଶାସନ କରିବ। ସିୟୋନ ହେଉଛି ମାରେ ପବିତ୍ର ପର୍ବତ।" ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ନେତାମାନଙ୍କୁ ସ୍ଥାପନ କରିଅଛି।
7ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସହେି ନିଯମ ଘୋଷଣା କରୁଛି। ସଦାପ୍ରଭୁ ମାେତେ କହିଲେ, "ଆଜିଠାରୁ ମୁଁ ତୁମ୍ଭର ପିତା ହେଲ ଓ ତୁମ୍ଭେ ମାରେ ପୁତ୍ର ହେଲ।
8ୟଦି ତୁମ୍ଭେ ମାେତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ଯ ଦାନ କରିବି। ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହବେେ।
9ତୁମ୍ଭେ ସହେି ରାଜ୍ଯସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି ଧ୍ବଂସ କରିଦଇେ ପାରିବ।"
10ଏଣୁ ହେ ରାଜାଗଣ ତୁମ୍ଭେ ବୁଦ୍ଧିମାନ ହୁଅ। ହେ ଶାସକଗଣ ଏହି କଥାକୁ ଶିକ୍ଷା କର।
11ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।
12ଦଖାଇଦେିଅ ୟେ ତୁମ୍ଭମାନେେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା' ନ ହେଲେ ସେ କ୍ରୋଧିତ ହବେେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ବାସୀ ସମାନେେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହବୋ ଉଚିତ୍ କାରଣ ସଦାପ୍ରଭୁଙ୍କ କୋର୍ଧର ଶିକାର ସମାନେେ ୟେ କୌଣସି ସମଯରେ ଧନ୍ଯ।