Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
12 verses
1ହେ ସଦାପ୍ରଭୁ, ମାରେ ବିଚାର କର। ପ୍ରମାଣ କର ୟେ, ମୁଁ ଶୁଦ୍ଧ ଜୀବନୟାପନ କରିଛି। ମୁଁ କବେେ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରି ନାହିଁ।
2ହେ ସଦାପ୍ରଭୁ, ମାେତେ ପରୀକ୍ଷା କର, ପ୍ରମାଣ ନିଅ ଓ ମାରେ ହୃଦଯ ଓ ମନକୁ ପରିଷ୍କର କର।
3ମୁଁ ସବୁବେଳେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଦୃଷ୍ଟି ଦେଖି ପାରୁଛି। ତୁମ୍ଭ ଉପରେ ଭରସା କରି ମୁଁ ସବୁକିଛି କରେ।
4ମୁଁ ନିଷ୍ଠୁର ଲୋକଙ୍କ ସହ ବସେ ନାହିଁ। କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରେ ନାହିଁ।
5ମୁଁ ସହେି କୁକର୍ମୀମାନଙ୍କୁ ଘୃଣା କରେ। ମୁଁ ସହେି ଦୁଷ୍ଟମାନଙ୍କ ସଙ୍ଗରେ କବେେ ହେଲେ ହାତ ମିଳାଏ ନାହିଁ।
6ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ଯବାଦ ସ୍ବର ଶୁଣାଇବି। ମୁଁ ତୁମ୍ଭର ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ୟାହା ତୁମ୍ଭେ କରିଛ, ତାହା ଗାଇ ବୁଲିବି।
7ହେ ସଦାପ୍ରଭୁ, ମୁଁ ମାରେ ନିର୍ଦ୍ ଦୋଷତା ପ୍ରମାଣ ପାଇଁ ମାରେ ହାତ ପ୍ରକ୍ଷାଳନ କରେ, ତଣେୁ ତୁମ୍ଭର ୟଜ୍ଞବଦେୀ ନିକଟକୁ ଆସିପାରେ।
8ହେ ସଦାପ୍ରଭୁ, ମୁଁ ତୁମ୍ଭର ଉପାସନା ମନ୍ଦିରକୁ ଭଲପାଏ ଓ ତୁମ୍ଭର ଗୌରବର ତମ୍ବୁକୁ ଭଲପାଏ।
9ହେ ସଦାପ୍ରଭୁ, ମାେତେ ସହେି ପାପୀମାନଙ୍କ ସଙ୍ଗେ ତୁଳନା କର ନାହିଁ। ମାେତେ ସହେି ହତ୍ଯାକାରୀମାନଙ୍କ ସହିତ ମାର ନାହିଁ।
10ସହେି ଲୋକମାନେ ହୁଏତ ଅନ୍ୟକୁ ଠକି ଥାଇ ପାରନ୍ତି। ସମାନେେ ଲାଞ୍ଚ ନଇେ ଖରାପ କାର୍ୟ୍ଯ କରିଥାଇ ପାରନ୍ତି।
11କିନ୍ତୁ ମୁଁ ନିର୍ଦ୍ ଦୋଷ ଅଟେ। ତଣେୁ ହେ ପରମେଶ୍ବର ମାେ ପ୍ରତି ସଦଯ ହାଇେ ମାେତେ ଉଦ୍ଧାର କର।
12ମୁଁ ସମସ୍ତ ବିପଦରୁ ରକ୍ଷା ପାଇଅଛି। ମୁଁ ସହେି ସଭାକକ୍ଷର ଲୋକମାନଙ୍କ ସହିତ ସ୍ବର ମିଳାଇ ତୁମ୍ଭର ପ୍ରଶଂସା କରିବି।