Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
20 verses
1ହେ ଜାତିଗଣ ସମୂହ ଶୁଣ, ହେ ପୃଥିବୀବାସୀ ଲୋକମାନେ ଶୁଣ,
2ପ୍ରେତ୍ୟକକ ମଣିଷ ଧନୀ ଦରିଦ୍ର ନିର୍ବିଶଷେରେ ସମସ୍ତେ ଶୁଣ,
3ମୁଁ ତୁମ୍ଭକୁ ଅତି ଜ୍ଞାନଗର୍ଭକ ଓ ବୁଦ୍ଧିମାନର କଥା କହିବି।
4ମୁଁ ସେ ସବୁ ୟେ ଶୁଣି ଅଛି ଓ ବର୍ତ୍ତମାନ ମୁଁ ସେ ସବୁକୁ ମାରେ ବୀଣାବାଦନ ସହିତ ଗାଯନ କରିବି ଏବଂ ତୁମ୍ଭ ନିକଟରେ ସହେି ଗୁଢ଼ ବିଷଯସବୁ ପ୍ରକାଶ କରିବି।
5ୟଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହବେି। ୟଦି ଦୁଷ୍ଟ ଲୋକମାନେ ମାରେ ଚାରିକଡ଼ରେ ଘରେିୟାଇ ମାେତେ ୟନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସଠାେରେ ମଧ୍ଯ ମାରେ ଭୟ କରିବାର କୌଣସି କାରଣ ନାହିଁ।
6ଅନକେ ଲୋକ ଭାବନ୍ତି ସମାନଙ୍କେର ଧନ ଓ ବଳ ସମାନଙ୍କେୁ ରକ୍ଷା କରିବ କିନ୍ତୁ ସହେି ଲୋକମାନେ ମୂର୍ଖ ଅଟନ୍ତି।
7କହେି ମନୁଷ୍ଯ ବନ୍ଧୁ ତୁମ୍ଭକୁ ବଞ୍ଚାଇପାରିବେ ନାହିଁ କି ତୁମ୍ଭେ ପରମେଶ୍ବରଙ୍କୁ ଲାଞ୍ଚ ଦଇପୋରିବ ନାହିଁ।
8ଏମିତି କୌଣସି ବ୍ଯକ୍ତି ନାହିଁ ୟିଏ ଅଧିକ ଧନ ଦଇେ ତା'ର ଜୀବନକୁ ପ୍ରାଯାଶ୍ଚିତ କରିପାରିବ।
9କୌଣସି ବ୍ଯକ୍ତିର ନିକଟରେ ଏବେ ଧନ ନାହିଁ ୟେ ସେ ଚିରଦିନ ବଞ୍ଚିବା ପାଇଁ ସବୁ ଜିନିଷ ଧନରେ କିଣି ପାରିବ ଓ ତା'ର ଶରୀରକୁ ରକ୍ଷା କରିପାରିବ, ୟାହାକି କବର ମଧ୍ୟରେ ନଷ୍ଟ ହାଇେଥିବ।
10ଦେଖ !ବୁଦ୍ଧିମାନ୍ ଲୋକମାନେ ମୃତ୍ଯୁବରଣ କରନ୍ତି, ୟମେିତିକି ମୂର୍ଖ ଓ ନିର୍ ବୋଧ ଲୋକମାନେ ମୃତ୍ଯୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ୟାଆନ୍ତି।
11ସମାନଙ୍କେ କବର ସମାନଙ୍କେ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ ଏବଂ ୟତେେ ଭୂମି ସମାନେେ ଅଧିକାର କରିଥିଲେ ହେଁ, ଏହା ସମାନଙ୍କେ ପାଇଁ ମୂଲ୍ଯହୀନ ଅଟେ।
12ଲୋକମାନେ ବିତ୍ତଶାଳୀ ହାଇେ ପାରନ୍ତି। କିନ୍ତୁ ସମାନେେ ଏଠାରେ ଚିରଦିନ ରହିପାରିବେ ନାହିଁ। ସମାନେେ ପଶୁ ତୁଲ୍ଯ ମୃତ୍ଯୁବରଣ କରିବେ।
13ସହେି ମୂର୍ଖ ଲୋକମାନଙ୍କ ଭାଗ୍ଯରେ ଏହିପରି ଘଟେ। ଯେଉଁମାନେ ନିଜର ସମ୍ପତ୍ତିକୁ ଅଧିକ ଭଲ ପାଆନ୍ତି।
14ସହେି ଲୋକମାନେ ମଷେମାନଙ୍କ ପରି ଅଟନ୍ତି। ସମାନେେ ଶଷେରେ ସହେି କବରରେ ପତିତ ହବେେ ଓ ମୃତ୍ଯୁ ସମାନଙ୍କେ ମଷେପାଳକ ହବେ। ତା'ପରେ ସହେି ସକାଳେ ଉତ୍ତମ ବ୍ଯକ୍ତିଗଣ ବିଜଯୀ ହବେେ। ସହେି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହବୋକୁ ଲାଗିବ, ସମାନଙ୍କେର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହବେ।
15କିନ୍ତୁ ପରମେଶ୍ବର ମାେତେ ସେଥିରୁ ମୁକ୍ତ କରିବେ ଓ ମାରେ ଜୀବନ ବଞ୍ଚାଇବେ। ସେ ମାେତେ ଉଦ୍ଧାର କରିବେ, ସହେି ମୃତ୍ଯୁର କବର ମଧ୍ଯରୁ ସେତବେେଳେ ସେ ମାେତେ ତାଙ୍କର ସଙ୍ଗରେ ନଇେଯିବେ।
16କବଳେ ସମାନେେ ଧନୀ ବୋଲି ସମାନଙ୍କେୁ ଭୟ କର ନାହିଁ। ସହେି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।
17ସହେି ଲୋକମାନେ ଯେତବେେଳେ ମୃତ୍ଯୁବରଣ କରିବେ ସମାନେେ ସାଙ୍ଗରେ କିଛି ନଇେଯିବେ ନାହିଁ। ତାଙ୍କର ଐଶ୍ଚର୍ୟ୍ଯ ତାଙ୍କ ସଙ୍ଗରେ ୟିବ ନାହିଁ।
18ଜଣେ ଧନୀ ବ୍ଯକ୍ତି ପ୍ରକୃତରେ ନିଜ ଜୀବନରେ ୟାହା ସବୁ କରିଛି ସେଥିପାଇଁ ନିଜକୁ କବଳେ ଧନ୍ଯବାଦ ଦିଏ। ହଁ, ଅନ୍ୟ ଲୋକମାନେ ମଧ୍ଯ ତା'କୁ ପ୍ରଶଂସା କରି କହନ୍ତି, ସେ ତା'ର ଜୀବନରେ କିପରି ଉତ୍ତମ ସଫଳତା ହାସଲ କରିଛି।
19ଶଷେରେ କିନ୍ତୁ ସମୟ ଆସିବ ତାକୁ ମରିବାକୁ ପଡ଼ିବ ଓ ତାକୁ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବାକୁ ପଡ଼ିବ ଓ ସେ କବେେ ଆଉ ଦିନର ଆ ଲୋକ ଦେଖିପାରିବ ନାହିଁ।
20ଲୋକମାନେ ବିତ୍ତଶାଳୀ ହାଇପୋରନ୍ତି, ତଥାପି ସମାନେେ ବୁଝିପାରନ୍ତି ନାହିଁ ୟେ ସମାନେେ ମଧ୍ଯ ପଶୁଭଳି ମୃତ୍ଯୁବରଣ କରିବେ।