Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
7 verses
1ହେ ପରମେଶ୍ବର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମାେତେ ରକ୍ଷା କର। ତୁମ୍ଭ ମହାପରାକ୍ରମ ଶକ୍ତି, ବ୍ଯବହାର କରି ପ୍ରମାଣ କର ୟେ, ମୁଁ ନିରୀହ।
2ହେ ପରମେଶ୍ବର, ମାରେ ପ୍ରାର୍ଥନା ଶୁଣ। ମାହେର ଗୁହାରି ଶୁଣ।
3ଅପରି��ିତ ଲୋକମାନେ କହେି ପରମେଶ୍ବରଙ୍କୁ ଉପାସନା କରନ୍ତି ନାହିଁ। ପରାକ୍ରମଶାଳୀ ଲୋକମାନେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛନ୍ତି।
4ଦେଖ, ପରମେଶ୍ବର ମାେତେ ସାହାୟ୍ଯ କରିବେ, ମାରେ ପ୍ରଭୁ ମାରେ ସମର୍ଥନ କରିବେ।
5ପରମେଶ୍ବର ମାରେ ଶତ୍ରୁମାନଙ୍କୁ ସମାନଙ୍କେର କୁକର୍ମ ପାଇଁ ପ୍ରତି ରୋଧ କର। ପରମେଶ୍ବର, ଦଖାଇେ ଦିଅ ୟେ, ତୁମ୍ଭେ ମାେ ପାଇଁ ସତ୍ଯ ଅଟ ଏବଂ ସମାନଙ୍କେୁ ଧ୍ବଂସ କର।
6ମୁଁ ସ୍ବଇଚ୍ଛାରେ ନବୈେଦ୍ଯ ନଇେ ତୁମ୍ଭ ଉଦ୍ଦେଶ୍ଯରେ ଦବେି। ସଦାପଭ୍ରୁ ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
7ତୁମ୍ଭେ ମାେତେ ମାରେ ସବୁ ବିପଦରୁ ରକ୍ଷା କଲ। ମାେ ଶତ୍ରୁଗଣ ପରାଜିତ ହବୋର ମୁଁ ଦେଖିଛି।