Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
5 verses
1ହେ ପରମେଶ୍ବର, ମାେତେ ରକ୍ଷା କର ! ହେ ପରମେଶ୍ବର, ମାେତେ ଶୀଘ୍ର ଉତ୍ତର କର !
2ଲୋକମାନେ ମାେତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି। ସମାନଙ୍କେୁ ନିରାଶ ଓ ଅପମାନିତ କର ! ଲୋକମାନେ ମାରେ କ୍ଷତି କରିବା ପାଇଁ ଚାହୁଁଛନ୍ତି। ମୁଁ ଆ���ାକରେ ତାଙ୍କୁ ଲଜ୍ଜା ଦଇେ ବିଦାକର।
3ଲୋକମାନେ ମାେତେ ପରିହାସ କରନ୍ତି। ସମାନେେ ସମାନଙ୍କେର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।
4ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ବଷେଣ କରନ୍ତି, ସମାନେେ ବହୁତ ଉଲ୍ଲସିତ ଓ ଖୁସି ହୁଅନ୍ତି। ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି, ସର୍ବଦା କହିବେ, "ପରମେଶ୍ବର ମହାନ ଅଟନ୍ତି।"
5ମୁଁ ଏକ ନିଃସହାୟ ଲୋକ। ହେ ପରମେଶ୍ବର, ଶୀଘ୍ର ମାେତେ ଉଦ୍ଧାର କର ! ହେ ପରମେଶ୍ବର !ତୁମ୍ଭେ ହିଁ କବଳେ ମାରେ ସହାୟ ଓ ରକ୍ଷା କର। ସଦାପ୍ରଭୁ ବିଳମ୍ବ କର ନାହିଁ।