Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
24 verses
1ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି। ମାେତେ ନିରାଶ ହବୋକୁ ଦିଅ ନାହିଁ।
2କାରଣ ତୁମ୍ଭେ ୟଥାର୍ଥ ଅଟ। ମାେତେ ଉଦ୍ଧାର କର ଓ ବଞ୍ଚାଅ। ମାହେର ଗୁହାରି ଶୁଣ ଓ ମାେତେ ଉଦ୍ଧାର କର।
3ମାରେ ଦୁର��ଗ ହୁଅ। ତୁମ୍ଭେ ମାେ ପ୍ରତି ଶୈଳ ସ୍ବରୂପ ସୁରକ୍ଷାର ଗଡ଼ ୟାହା ନିକଟକୁ ମୁଁ ଦୌଡ଼ି ୟିବି। ମାରେ ନିରାପଦର ସ୍ଥାନ। ତୁମ୍ଭେ ମାେତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।
4ହେ ମାରେ ପରମେଶ୍ବର, ଦୁଷ୍ଟ ଲୋକମାନଙ୍କଠାରୁ ମାେତେ ରକ୍ଷା କର। ଅନ୍ଯାଯକାରୀ ଓ ନିର୍ଦ୍ଦଯ ଲୋକ ହାତରୁ ମାେତେ ରକ୍ଷା କର।
5ହେ ମାରେ ପ୍ରଭୁ, ସଦାପ୍ରଭୁ ତୁମ୍ଭେ ହିଁ ମାରେ ଭରସା। ମାରେ ବାଲ୍ଯକାଳରୁ ତୁମ୍ଭେ ହିଁ ମାରେ ବିଶ୍ବାସ ଭୂମି।
6ଗର୍ଭରେ ଥିବା ସମଯରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି। ମାତାର ଗର୍ଭରୁ ତୁମ୍ଭେ ମାେତେ ନିରାପତ୍ତା ସହିତ ଆଣିଲ। ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।
7ତୁମ୍ଭେ ହେଉଛି ମାରେ ଦୃଢ଼ ଆଶ୍ରଯ, ତଣେୁ ମୁଁ ଅନକେ ଲୋକମାନଙ୍କର ଉଦାହରଣ ହାଇେଅଛି।
8ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ୟ୍ଯ କର୍ମ ବିଷଯରେ ଗାନ କରୁଛି।
9ବୃଦ୍ଧା ଅବସ୍ଥା ହତେୁ ମାେତେ ପରିତ୍ଯାଗ କର ନାହିଁ। ମୁଁ ଦୁର୍ବଳ ହବୋ ସମଯରେ ମାେତେ ପରିତ୍ଯାଗ କର ନାହିଁ।
10ମାରେ ଶତ୍ରୁମାନେ ମାେ ବିରୁଦ୍ଧରେ ଯୋଜନା କରିଛନ୍ତି। ସହେି ଲୋକମାନେ ଏକତ୍ରୀତ ହେଲେ ଏବଂ ମାେତେ ମାରିବା ପାଇଁ ଯୋଜନା କଲେ।
11ମାରେ ଶତ୍ରୁମାନେ କହିଲେ, "ତାଙ୍କୁ ଅନୁଧାବନ କର ଏବଂ ଧରିଆଣ। ପରମେଶ୍ବର ତାଙ୍କୁ କରିତ୍ଯାଗ କରିଛନ୍ତି। ତଣେୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।
12ହେ ପରମେଶ୍ବର, ମାେ ପାଖରୁ ଦୂରଇେ ୟାଅ ନାହିଁ, ହେ ପରମେଶ୍ବର ଶୀଘ୍ର ମାେତେ ଉଦ୍ଧାର କର।
13ମାରେ ଶତ୍ରୁମାନଙ୍କୁ ପରାସ୍ତ କର !ସମାନଙ୍କେୁ ସଂପୂର୍ଣ୍ଣ ଭାବରେ ଧ୍ବଂସ କର। ସମାନେେ ମାେତେ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି। ସମାନେେ ଅପମାନିତ ହୁଅନ୍ତୁ।
14କିନ୍ତୁ ମାେ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ବାସ ରଖିବି। ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହବେି।
15ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମାେତେ କିପରି ଅଗଣିତ ଥର ରକ୍ଷା କରିଥିଲ, ୟପରେିକି କେତେଥର ଗଣତି କରିପାରିବ ନାହିଁ।
16ହେ ସଦାପ୍ରଭୁ, ମାରେ ପ୍ରଭୁ, ମୁଁ ତୁମ୍ଭର ମହାନତା ବିଷଯରେ କହିବି। ମୁଁ କବଳେ ତୁମ୍ଭର ଉତ୍ତମତା ବିଷଯ ବର୍ଣ୍ଣନା କରିବି।
17ହେ ପରମେଶ୍ବର, ତୁମ୍ଭେ ମାେତେ ବାଲ୍ଯକାଳରୁ ଶିକ୍ଷା ଦଇେ ଆସୁଅଛି। ମୁଁ ଏପର୍ୟ୍ଯନ୍ତ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯାସବୁ ଲୋକମାନଙ୍କୁ କହିଛି।
18ବର୍ତ୍ତମାନ ମୁଁ ବୃଦ୍ଧ ଓ ମାରେ ବାଳ ପାଚିୟାଇଛି। ମାେତେ ପରିତ୍ଯାଗ କର ନାହିଁ, ପରମେଶ୍ବର। ମାେ ସାଙ୍ଗରେ ରୁହ, ମୁଁ ୟପରେି ତୁମ୍ଭର ଶକ୍ତି ଏବଂ ମହାନତା ବିଷଯରେ ଭବିଷ୍ଯତ ବଂଶଧରଙ୍କ ଆଗରେ କହିପାରିବି।
19ହେ ପରମେଶ୍ବର, ତୁମ୍ଭର ଧର୍ମ ବହୁତ ଉଚ୍ଚ। ହେ ପରମେଶ୍ବର, ତୁମପରି ଆଉ କହେି ପରମେଶ୍ବର ନାହିଁ। ତୁମ୍ଭେ ଅନକେ ଆଶ୍ଚର୍ୟ୍ଯ କର୍ମମାନ କର।
20ତୁମ୍ଭେ ମାେ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦଇେଛ। ମାେ ଜୀବନକୁ ପୁନଃସ୍ଥାପନ କର। ଯେତବେେଳେ ମୁଁ ପ୍ରାଯ ମୃତ ପରି ଥିଲି, ମାେ ଜୀବନକୁ ରକ୍ଷା କଲ।
21ମାେତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର ଏବଂ ମାେତେ ପୁଣିଥରେ ସାନ୍ତ୍ବନା ଦିଅ।
22ତା'ପରେ ହେ ମାରେ ପରମେଶ୍ବର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି। ତୁମ୍ଭ ଉପରେ ଭରସା ରଖାୟାଇ ପାରିବ ବୋଲି ମୁଁ ଗୀତ ଗାଇବି। ତୁମେ ଇଶ୍ରାୟେଲର ପବିତ୍ର ସଦାପ୍ରଭୁ ବୋଲି ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।
23ତୁମ୍ଭେ ମାେତେ ରକ୍ଷା କର, ମୁଁ ବହୁତ ଖୁସି ଅଟେ। ମୁଁ ନିଜ ଓଷ୍ଠ ଦ୍ବାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।
24ମାରେ ଜିହ୍ବା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ, କାରଣ ମାେତେ ହତ୍ଯା କରିବାକୁ ଚାହିଁଥିବା ଲୋକମାନେ ପରାସ୍ତ ଓ ଅପମାନିତ ହବେେ।