Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
8 verses
1ଏହାପରେ ମୁଁ ସ୍ବର୍ଗ ରେ ଗୋଟିଏ ବଡ଼ ଓ ଆଶ୍ଚର୍ୟ୍ଯ ଜନକ ଲକ୍ଷଣ ଦେଖିଲି। ସଠାେରେ ସାତଜଣ ଦୂତ ସମାନଙ୍କେ ହାତ ରେ ସାତାଟେି ଶଷେ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ବରଙ୍କ କୋରଧର ସମାପ୍ତି ଘଟିବ।
2ମୁଁ ମାେ ସାମନା ରେ ଅଗ୍ନି ମିଶ୍ରିତ କାଚ ପରି ଏକ ସମୁଦ୍ର ଦେଖିଲି। ଯେଉଁ ଲୋକମାନେ ସହେି ପଶୁ, ତାହାର ପ୍ରତିମା, ଓ ତାହାର ନାମର ସଂଖ୍ଯା ଉପରେ ଜୟଲାଭ କରିଥିଲେ, ସମାନଙ୍କେୁ ସହେି ସମୁଦ୍ର କୂଳ ରେ ଠିଆ ହବୋର ଦେଖିଲି। ସମାନଙ୍କେ ହାତ ରେ ପରମେଶ୍ବର ଦଇେଥିବା ବୀଣା ଥିଲା।
3ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :
4ହେ ପ୍ରଭୁ ! କିଏ ତୁମ୍ଭକୁ ଭୟ ନ କରିବ ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କବଳେ ତୁମ୍ଭେ ହିଁ ପବିତ୍ର ; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ଯାୟବନ୍ତ ଏହା ଜଗତେ ବିଦିତ।"
5ଏହାପରେ ମୁଁ ସ୍ବର୍ଗ ରେ ପରମେଶ୍ବରଙ୍କ ଉପସ୍ଥିତିର ପବିତ୍ର ସ୍ଥାନର ମନ୍ଦିର ଖାେଲା ହାଇେଥିବାର ଦେଖିଲି।
6ସହେି ମନ୍ଦିର ଭିତରୁ ସାତଜଣ ଦୂତ ସାତାଟେି ମହାମାରୀଗୁଡ଼ିକୁ ଧରି ବାହରି ଆସିଲେ। ସମାନେେ ଶୁଦ୍ଧ, ଉଜ୍ଜ୍ବଳ, ମସୀନା, ଶୁଭ୍ର ବସ୍ତ୍ର ପିନ୍ଧିଥିଲେ। ସମାନଙ୍କେ ବକ୍ଷ ରେ ସୁବର୍ଣ୍ଣ ବନ୍ଧନୀ ଥିଲା।
7ତା'ପରେ ଚାରି ଜୀବିତ ପ୍ରାଣୀମାନଙ୍କ ମଧ୍ଯରୁ ଜଣେ ପ୍ରାଣୀ ସାତଦୂତଙ୍କୁ ସାତାଟେି ସୁବର୍ଣ୍ଣ ପାତ୍ର ଦେଲେ। ସହେି ପାତ୍ର ନିତ୍ଯଜୀବୀ ପରମେଶ୍ବରଙ୍କର କୋରଧ ରେ ପରିପୂର୍ଣ୍ଣ ଥିଲା।
8ସହେି ମନ୍ଦିର ପରମେଶ୍ବରଙ୍କ ଗୌରବ ଓ କ୍ଷମତାର ଧୂଆଁ ରେ ଭର୍ତ୍ତି ହାଇଗେଲା। ସାତଜଣ ଦୂତଙ୍କର ସାତାଟେି ମହାମାରୀ ଶଷେ ନ ହବୋ ପର୍ୟ୍ଯନ୍ତ କୌଣସି ଲୋକ ମନ୍ଦିର ରେ ପ୍ରବେଶ କରିପାରିଲେ ନାହିଁ।