Loading Bible Translation
First-time download in progress. This may take a few seconds…
Oriya Bible Wordproject Bible
10 verses
1ସଦାପ୍ରଭୁ ସ୍ବର୍ଗଦୂତ ମହାୟାଜକ ଯିହାଶୂେୟଙ୍କୁ ମାେତେ ଦଖାଇେଲେ। ଯିହାଶୂେୟ ସଦାପ୍ରଭୁଙ୍କ ସ୍ବର୍ଗଦୂତଙ୍କ ସମ୍ମୁଖ ରେ ଓ ଶଇତାନ ଯିହାଶୂେୟଙ୍କ ଦକ୍ଷିଣ ପାଶର୍ବ ରେ ଛିଡା ହାଇେଥିଲେ। ତାଙ୍କୁ ଦୋଷ ଦବୋକୁ ଶଯତାନ ସଠାେ ରେ ଉପସ୍ଥିତ ଥିଲେ।
2ତା'ପ ରେ ସଦାପ୍ରଭୁ କହିଲେ, "ସଦାପ୍ରଭୁ ତୁମ୍ଭକୁ ଭର୍ତ୍ସନା କରିବେ, ହେ ଶଇତାନ, ସେ ତୁମ୍ଭକୁ ସମାଲୋଚନା କରି ଗ୍ଭଲିଥିବେ। ସଦାପ୍ରଭୁ ୟିରୁଶାଲମକୁ ତାଙ୍କ ସ୍ବତନ୍ତ୍ର ନଗରରୂପେ ମନୋନୀତ କରିଛନ୍ତି। ଗୋଟିଏ ଜଳନ୍ତା କାଠଗଣ୍ତି ନିଆଁରୁ ଟାଣି ଆଣିବାପରି, ସେ ସହେି ନଗରକୁ ରକ୍ଷା କରିଥିଲେ।"
3ଯିହାଶୂେୟ ସ୍ବର୍ଗଦୂତଙ୍କ ସମ୍ମୁଖ ରେ ଛିଡା ହାଇେଥିଲେ ଏବଂ ସେ ଏକ ମଇଳା ବସ୍ତ୍ର ପରିଧାନ କରିଥିଲେ।
4ତା'ପ ରେ ସହେି ସ୍ବର୍ଗଦୂତ ତାଙ୍କ ନିକଟରେ ଛିଡା ହାଇେଥିବା ଅନ୍ୟ ସ୍ବର୍ଗଦୂତକୁ କହିଲେ, "ୟିହୋଶୂଯଙ୍କ ଶରୀରରୁ ସହେି ମଇଳା ବସ୍ତ୍ର ଗୁଡିକୁ କାଢିନିଅ।" ତା'ପ ରେ ସ୍ବର୍ଗଦୂତ ଯିହାଶୂେୟଙ୍କୁ କହିଲେ, "ବର୍ତ୍ତମାନ, ମୁଁ ତୁମ୍ଭର ଅପରାଧ କାଢିନଇେଛି ଏବଂ ମୁଁ ତୁମ୍ଭଙ୍କୁ ନୂଆ ମୂଲ୍ଯବାନ ବସ୍ତ୍ର ରେ ଆଚ୍ଛାଦିତ କରୁଛି।"
5ତା'ପ ରେ ମୁଁ କହିଲି, "ତା'ର ମସ୍ତକରେ ଏକ ନିର୍ମଳ ପଗଡି ବାନ୍ଧି ଦିଅନ୍ତୁ।" ତେଣୁ ସମାନେେ ତାଙ୍କର ମସ୍ତକରେ ନିର୍ମଳ ପଗଡି ବାନ୍ଧି ଦେଲେ। ସମାନେେ ତାଙ୍କୁ ପୁଣି ବସ୍ତ୍ର ପିନ୍ଧାଇଲା ବେଳେ ସଦାପ୍ରଭୁଙ୍କର ଦୂତ ପାଖ ରେ ଠିଆ ହାଇେଥିଲେ।
6ତା'ପ ରେ ସଦାପ୍ରଭୁଙ୍କ ଦୂତ ଯିହାଶୂେୟଙ୍କୁ ଏହା କହି ସତର୍କ କରାଇଲେ:
7ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, "ଆମ୍ଭେ ଯେପରି ନିର୍ଦ୍ଦେଶ ଦେଉ ତୁମ୍ଭେ ସପରେି ପରିଗ୍ଭଳିତ ହୁଅ ଏବଂ ଯତ୍ନ ସହକା ରେ କର ଯାହା ଆମ୍ଭେ ଗ୍ଭହୁଁ। ତବେେ ତୁମ୍ଭେ ଆମ୍ଭର ଗୃହ ରେ ବିଗ୍ଭର କରିବ ଏବଂ ଆମ୍ଭର ମନ୍ଦିର ଅଗଣାର ରକ୍ଷକ ହବେ। ଆମ୍ଭେ ତୁମ୍ଭକୁ ପ୍ରବେଶ କରାଇବା ସହେିମାନଙ୍କ ମଧିଅରେ, ଯେଉଁମାନେ କି ଏଠା ରେ ଛିଡା ହେଉଛନ୍ତି।
8ହେ! ମହାୟାଜକ ଯିହାଶୂେୟ ଓ ତୁମ୍ଭ ସମ୍ମୁଖ ରେ ବସିଥିବା ସହ ଯାଜକ ଆମ୍ଭ କଥା ଶୁଣ। ଯେତବେେଳେ ଆମ୍ଭେ ଆପଣା ସ୍ବତନ୍ତ୍ର ଅନୁଚର ଆଣିବା ସେତବେେଳେ ଏହି ଲୋକମାନେ ୟିଏ କି କ'ଣ ଘଟିବ ବୋଲି ଦଖାଇବେେ ଉଦାହରଣ ହବେେ। ଯେଉଁ ଅନୁଚରକୁ ଆମ୍ଭେ ଆଣିବା ତାଙ୍କୁ ଶାଖା କୁହାୟିବ।
9ଯିହାଶୂେୟଙ୍କ ସମ୍ମୁଖ ରେ ଆମ୍ଭେ ଯେଉଁ ସ୍ବତନ୍ତ୍ର ପ୍ରସ୍ତର ସ୍ଥାପନ କରୁଅଛୁ ତାକୁ ଦେଖ। ସହେି ପ୍ରସ୍ତର ରେ ସାତଟି ଚକ୍ଷୁ ଅଛି। ସହେି ସ୍ବତନ୍ତ୍ର ପ୍ରସ୍ତର ଉପ ରେ ଆମ୍ଭେ ବାର୍ତ୍ତା ଖାଦେନ କରିବା। ସଦାପ୍ରଭୁ କୁହନ୍ତି ଆମ୍ଭେ ସେ ଦେଶରୁ ଅଧର୍ମ ଦୂର କରିବା, ଏହା ସେ ପ୍ରସ୍ତର ଦିନେ ଦଖାଇବେ।"
10ସଦାପ୍ରଭୁ ସର୍ବଶକ୍ତିମାନ କୁହନ୍ତି, " ସେତବେେଳେ ଲୋକମାନେ ଏକତ୍ର ବସିବେ ଓ ସମାନଙ୍କେର ବନ୍ଧୁ ଓ ପଡ଼ୋଶୀଙ୍କ ସହିତ ଆଳାପ କରିବେ। ସମାନେେ ଡିମ୍ବିରି ବୃକ୍ଷତଳେ ଓ ଦ୍ରାକ୍ଷାଲତା ତଳେ ବସିବାକୁ ପରସ୍ପରକୁ ନିମନ୍ତ୍ରଣ କରିବେ।"